-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଦେଶୀ ମଦ ଓ ଗଞ୍ଜେଇ ସହ ତିନୋଟି ବାଇକ ଜବତ, ଚାରିଜଣ ଜଣ ଗିରଫ

31-Jan-2024



ତୁଷୁରା (ପଞ୍ଚାନନ ନାଏକ) ତୁଷୁରା ଅବକାରୀ ବିଭାଗ ପକ୍ଷରୁ   ୪୮ଲିଟର ଦେଶୀ ମଦ ଓ ୩୨ କେଜି ୩୮୦ ଗ୍ରାମ ଗଞ୍ଜେଇ ସହ ତିନୋଟି ବାଇକ ଜବତ, ଚାରିଜଣ ଜଣ ଗିରଫ  କରି କୋର୍ଟଚାଲାଣ କରାଯାଇଥିବା ତୁଷୁରା ଅବକାରୀ ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ସୂଚନା ପ୍ରଦାନ କରିଛନ୍ତି। ପେଟୋଲିଙ୍ଗ ସମୟରେ ଡୁଙ୍ଗିବାହାଳ ଛକଠାରେ ଏକ ବାଇକରେ ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଳ ଗ୍ରାମର ସୂର୍ଯ୍ୟମଣି ରଣା(୩୭ ବର୍ଷ)  ଆସୁଥିବା ବେଳେ ସନ୍ଦେହ କରି ତାକୁ ଅବକାରୀ ବିଭାଗର ଅଧିକାରୀ ମାନେ ଅଟକାଇ ଥିଲେ।  ଯାଞ୍ଚ ପରେ ୪୮ଲିଟର ଦେଶୀ ମଦ ବାହାରିଥିଲା। ବଡବାହାଲ ଛକ ପାଖରେ ଦୁଇଟି ବାଇକରେ ତିନି ଜଣ ଯୁବକ ଏକ ଜରି ପାକିଟ ଅଦଳବଦଳ କରୁଥିବା ବେଳେ ଅବକାରୀ ବିଭାଗ ପକ୍ଷରୁ ସନ୍ଦେହ କରି ଯାଞ୍ଚ କରିଥିଲା। ଉକ୍ତ ଯୁବକଙ୍କ ଠାରୁ ୩୨ କେଜି ୩୮୦ଗ୍ରାମ ଗଞ୍ଜେଇ ଜବତ କରି କୋର୍ଟଚାଲାଣ କରିଥିଲେ। ଉକ୍ତ ଯୁବକ ମାନେ ଗୌରଗୋଠ ଗ୍ରାମର ବ୍ରଜରାଜ କୁମ୍ଭାର (୨୯), ଓମପ୍ରକାଶ ରଣା(୩୬) ଓ ତରଭା ଥାନା ଅନ୍ତର୍ଗତ କମସରା ଗ୍ରାମର ରାଜୀବ ବେହେରା (୩୫) । ଏହି ପେଟୋଲିଙ୍ଗରେ ବିଭାଗର ଡୁଲେଶ୍ବର କୁମ୍ଭାର, ମଧୁସୂଦନ ସେଠ, ବିଭୂତି ଭୋଇ,  ଭୋଜରାଜ ବଢାଇ ଆଦି ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like