-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ଅନୁଷ୍ଠିତ ।

31-Jan-2024



(ଡୋଲେସ୍ବର ଵାଗ )
  ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ବୋଡ଼େନ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ  ସମ୍ମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ବୋଡ଼େନ ତରଫରୁ ପଞ୍ଚାୟତ ସ୍ତରୀୟ କିଶୋରୀ ମେଳା ଅନୁଷ୍ଠିତ ହୋଇଯାଇଛି। ବୋଡ଼େନ କ୍ଳସ୍ତର ମହିଳା ସୁପର ଭାଇଜର ଅହଲ୍ୟା ଜଗତଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯକ୍ରମ ର ମୁଖ୍ୟ ଅତିଥି ଭାବେ ବୋଡ଼େନ ସିଡିପିଓ ଶାନ୍ତା କମାର ବାରିକ,ମୁଖ୍ୟ ବକ୍ତା ଭାବେ ସ୍ଥାନୀୟ ସରପଞ୍ଚ ରଶ୍ମିତା ସିଂହ୍ନା , ଓ ସମ୍ମାନିତ ଅତିଥି ଭାବରେ ବୋଡ଼େନ ପଞ୍ଚାୟତ ର  ଅଙ୍ଗନୱାଡ଼ି କର୍ମୀ ସସ୍ମିତା ବାଗ, ଘନିତା ନାଗ , ପଙ୍କଜିନି ମାଝୀ ,ଧରିତ୍ରୀ ମାଝୀ, ନର୍ମଦା ତାଣ୍ଡି, ଛବିତା ଜଗତ ପ୍ରମୁଖ   ଉପସ୍ଥିତ ରହି  କିଶୋରୀ ଅବସ୍ଥା ର ଗୁରୁତ୍ଵ ଉପରେ ଆଲୋକପାତ କରି କିଶୋରୀ ମାନେ ଅପପୃଷ୍ଠି ର ଶିକାର ନ ହେବା ପାଇଁ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ସୁପର ଭାଇଜର ଅହଲ୍ୟା ଜଗତ  ବାଲ୍ୟ ବିବାହ ର କୁପରିଣତି ଓ ପୁଷ୍ଟିହୀନତାର ପ୍ରଭାବ  ଉପରେ ବିଭିନ୍ନ ଉଦାହରଣ ମାଧ୍ୟମରେ ଉପସ୍ଥିତ କିଶୋରୀ ମାନଙ୍କୁ ବୁଝାଇଥିଲେ ।ଏହି କାର୍ଯ୍ୟକ୍ରମ ରେ ବୋଡ଼େନ ଗ୍ରାମ ପଞ୍ଚାୟତ ର ୨୦ ଗୋଟି ଅଙ୍ଗନୱାଡ଼ି କେନ୍ଦ୍ର ଅଧିନରୁ ୧୫୦ ରୁ ଉର୍ଦ୍ଧ କିଶୋରୀ ଅଂଶ ଗ୍ରହଣ କରିଥିଲେ। ମୁଖ୍ୟ ମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ରେ କିଶୋରୀ ମାନଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ମିଲୁ ଥିବା ପୁଷ୍ଟି ଯୁକ୍ତ ଖାଦ୍ୟ ଉପରେ ସୂଚନା ଦିଆଯାଉଥିଲା ।ପରେ କିଶୋରୀ ମାନଙ୍କ ମଧ୍ୟରେ ନୃତ୍ୟ ଓ ବକୃତା ପ୍ରତିଯୋଗିତା ସହ ପୁଚି ଖେଳ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଟିତ କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥି ମାନଙ୍କ ଦ୍ଵାରା  ବିଭିନ୍ନ ପତିଯୋଗିତାରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା କୃତି କିଶୋରୀ ମାନଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରାଯାଇଥିଲା । ଏହି କିଶୋରୀ ମେଳା ରେ ସୁନାପୁର ପଞ୍ଚାୟତର ୨୦ ଗୋଟି ଅଙ୍ଗନୱାଡ଼ି କେନ୍ଦ୍ର ର ସମସ୍ତ ଅଙ୍ଗନୱାଡ଼ି କର୍ମୀ ଉପସ୍ଥିତ ରହି  କାର୍ଯକ୍ରମ ଟିକୁ ସରସ ସୁନ୍ଦର କରିବା ରେ ପୂର୍ଣ୍ଣ ସହଯୋଗ କରିଥିଲେ । ସସ୍ମିତା ବାଗ ମଞ୍ଚ ପରିଚାଳନା କରିଥିବା ବେଳେ ଘନୀତା ନାଗ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like