-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||     

HOME   ଜିଲ୍ଲା

ବିପ୍ଳବୀ ନେତ୍ରୀ ଗୁରୁବାରୀ ମେହେରଙ୍କ ସହିଦ ଦିବସ ପାଳିତ

31-Jan-2024



ବିନିକା(ହିମାଂଶୁ ଶେଖର ପୁଟେଲ)ପ୍ରଜାମଣ୍ଡଳ ଆନ୍ଦୋଳନରେ ନେତୃତ୍ବ ନେଇ ଅଞ୍ଚଳର ପ୍ରଜାଙ୍କ ପାଇଁ ବଳିଦାନ ଦେଇଥିବା ପଶ୍ଚିମ ଓଡ଼ିଶାର ପ୍ରଥମ ତଥା ବିନିକା ମାଟିର ବିପ୍ଳବୀ ନେତ୍ରୀ ଗୁରୁବାରୀ ମେହେରଙ୍କୁ ମନେ ପକେଇବା ପାଇଁ ଆଜି ସନ୍ଧ୍ୟାରେ ବିନିକା ସହର ମହିମା ପଡ଼ା ସ୍ଥିତ ମଦନ ମୋହନ ମନ୍ଦିର କମ୍ୟୁନିତି ସେଣ୍ଟର ଠାରେ ସହିଦ ଦିବସ ପାଳିତ ହୋଇଯାଇଛି ।ଗୁରୁବାରି ମେହେର ସ୍ମୃତି କମିଟି ସଭାପତି ମାନ ଗୋବିନ୍ଦ ମେହେରଙ୍କ ଅଧ୍ୟକ୍ଷତା ଓ ହିମାଂଶୁ ଭୂଷଣ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଡକ୍ତର ସୁବାସ ମେହେର ମୁଖ୍ୟ ଅତିଥି,ଓଡ଼ିଶା ଗବେଷକ ଡଃ ଅନିରୁଦ୍ଧ କୁରକୁରିଆ ମୁଖ୍ୟ ବକ୍ତା,ସାମ୍ବାଦିକ ସ୍ଵାଧୀନ ମେହେର,ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ବିନିକା ଏନଏସି ଉପାଧ୍ୟକ୍ଷା ତପସ୍ୱିନୀ ମେହେର ସମ୍ମାନିତ ଅତିଥି ଭାବେ ଯୋଗଦେଇ ସହିଦ ଗୁରୁବାରି ମେହେରଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ । ପ୍ରକାଶ ଯୋଗ୍ୟ ଯେ ବ୍ରିଟିଶ ଅମଳରେ ରାଜା ରାଜୁଡ଼ା ଶାସନ ଚାଲିଥିଲା ।ମନମୁଖୀ ଭାବରେ ସାଧାରଣ ଲୋକଙ୍କ ଠୁଁ କର ଆଦାୟ କରାଯାଉଥିଲା ଯାହା ଫଳରେ ଲୋକେ କର ପୈଠ କରି ଶୋଷଣର ଶିକାର ହେଉଥିଲେ ।ପ୍ରତିବାଦ ପାଇଁ ସେତିକି ବେଳେ ପ୍ରଜା ମେଳି ଗଠନ ହୋଇଥିଲା ।ପ୍ରଜାମଣ୍ଡଳର ନେତୃତ୍ୱ ନେଇଥିଲେ ଗୁରୁବାରୀ ମେହେର ।୧୯୪୭ମସିହାରେ ଆନ୍ଦୋଳନ ଜୋର ଧରିଲା ପ୍ରତିବାଦ ପାଇଁ ପ୍ରଜା ମାନେ ଏକତ୍ରିତ ହେଲେ ।ପୋଲିସ ଥାନା ଘେରାଉ କରାଗଲା ।ହେଲେ ବ୍ରିଟିଶ ପୋଲିସ ପ୍ରଜାଙ୍କ ପ୍ରତିବାଦ କୁ ଶୁଣିଲା ନାହିଁ  ଓଲଟା ପ୍ରଜାଙ୍କ ଉପରେ ଜୁଲମ ଆରମ୍ଭ ହେଲା । ଶେଷରେ ବ୍ରିଟିଶ ପୋଲିସର ବ୍ୟାନେଟ ମାଡ଼ରେ ସେହି ବର୍ଷ ଜାନୁଆରୀ ୩୦ତାରିଖରେ ଗୁରୁବାରୀ ମେହେର ସହିଦ ହୋଇଥିଲେ ।ଅନୁଷ୍ଟିତ ସ୍ମୃତି ଦିବସରେ ଅବସରପ୍ରାପ୍ତ ଶିକ୍ଷକ ନୀଳାଚଳ ମେହେର ସ୍ଵାଗତ ଭାଷଣ,କମିଟି ସଦସ୍ୟ ସୃଜନ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ କମିଟି ଉପ ସଭାପତି ହିମାଂଶୁ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026

You Might Also Like