-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଶିକ୍ଷା ବିଭାଗର ଗୁମସ୍ତା, ମେରି ମର୍ଜି ରେ ଚାଲିଛି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଶାସନ

31-Jan-2024



ବଲାଙ୍ଗୀର(ପ୍ରେରଣା ଖବର ):  ବଲାଙ୍ଗୀର ଜିଲ୍ଲା ଶିକ୍ଷା ବିଭାଗ ବିଭିନ୍ନ ସମୟରେ ବିଭିନ୍ନ ମଣୀଶକୃତ ସମସ୍ୟାର ପରିବେଶ ରେ ବେଶ୍ ବଦନାମ।ଜାଲ ସାର୍ଟିଫିକେଟ ଧାରୀ ନକଲି ଶିକ୍ଷକ ଙ୍କ ଉପରେ ସରକାର କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ତଥା ସେମାନଙ୍କ ସବିଶେଷ ବିବରଣୀ ଡାଇରେକ୍ଟର ଏଲିମେଣ୍ଟାରି ଏଯୁକେଶନ କୁ ପଠାଇବା ପାଇଁ ବହୁ ବାର ଚିଠି ମାଧ୍ୟମରେ ମାଗିଥିଲେ ମଧ୍ୟ ସଠିକ ତଥ୍ୟ ପଠା ଯାଉ ନ ଥିବା ଦେଖିବାକୁ ମିଳିଛି।ଏବେ ଡାଇରେକ୍ଟର ଏଲିମେଣ୍ଟାରି ଏଜୁକେଶନ ନକଲି ସାର୍ଟିଫିକେଟ ଧାରୀ ଙ୍କ ସମ୍ପର୍କରେ ତଥ୍ୟ ମାଗିଥିବା ରୁ ଡିଇଓ ୩୬ ଜଣଙ୍କ ନାମ ପଠାଇଥିବା ବେଳେ, ସନ୍ଦେହାନ ନକଲି ପ୍ରାଇମେରୀ ଶିକ୍ଷକଙ୍କ ତାଲିକା ପଠାଇ ନାହାନ୍ତି।ନକଲି ସାର୍ଟିଫିକେଟ ଧାରୀ ମାନେ ବଲାଙ୍ଗୀର ଡିଇଓ ଙ୍କ ଛତ୍ରଛାୟା ତଳେ ରହି ବଳୀୟାନ ହୋଇ ସାରିଲେଣି।ସଇଁତଳା ବ୍ଲକ ଅଧୀନରେ କାର୍ଯ୍ୟରତ ଥିବା ତିନି ଜଣ ପ୍ରାଇମେରୀ ଶିକ୍ଷକ ନିରଞ୍ଜନ ମାଝୀ, ପ୍ରତାପ ନନ୍ଦ ଏବଂ ବିଜୟ ମଲ୍ଲିକ କାମରାଜ ମଦୁରାଇ ୟୁନଭରସିଟି ରୁ ପାଇଥିବା ସ୍ନାତକ ସାର୍ଟିଫିକେଟ ଜାଲ ଥିବା ସନ୍ଦେହ କରି ସଇଁତଳା ବିଇଓ ବଲାଙ୍ଗୀର ଡିଇଓ ଧ୍ରୁବ ବେହେରାଙ୍କୁ ଲିଖିତ ଦେଇଥିବା ସତ୍ତ୍ୱେ କେଉଁ ସରକାରୀ

ଗାଇଡ ଲାଇନ ବଳରେ ବିଜୟ ମଲ୍ଲିକ ଙ୍କୁ ଗ୍ରେଡେସନ୍ ଦେଇ ପ୍ରୋମୋସନ୍ ଦେଲେ।ତେବେ ବଲାଙ୍ଗୀର ଜିଲ୍ଲା ଶିକ୍ଷ୍ୟା ବିଭାଗ ରେ ଶ୍ରୀଯୁକ୍ତ ବେହେରା ବାବୁ ଙ୍କ ଚାଲିଛି ମେରୀମର୍ଜି ଶାସନ।ପୂର୍ବତନ ଜିଲ୍ଲାପାଳ ଙ୍କୁ ନରମ ନରମ କଥା କହି ତାଙ୍କ ଗେହ୍ଲା ପୁଅ ସାଜିଥିବା କରିତକର୍ମା ଡିଇଓ ଜିଲ୍ଲାପାଳ ଗଲାପରେ କରିବେ କଣ ବୋଲି ଜନ ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଡିଇଓ ହେବା ପୂର୍ବରୁ ସେ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ଥିବା ବେଳେ ତାଙ୍କର ସୁନ୍ଦର ଆଚରଣ ପାଇଁ ବେଶ ଚର୍ଚ୍ଚିତ ବୋଲି ସବୁ ଆଡ଼େ ଚର୍ଚ୍ଚା।ଆଉ ମଧ୍ୟ ଚର୍ଚ୍ଚା ହୁଏ ସାର ଙ୍କ ଶ୍ରୀମୁଖ ଆଉ କେତେ ଦିନ ଦେଖିବେ।ଚର୍ଚ୍ଚା ଚର୍ଚ୍ଚା ବେଶ ଚର୍ଚ୍ଚା ରେ ଚର୍ଚ୍ଚିତ ବଲାଙ୍ଗୀର ଡିଇଓ ଶ୍ରୀଯୁକ୍ତ ଧ୍ରୁବ ବେହେରା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026

You Might Also Like