-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||     

HOME   ଜିଲ୍ଲା

ନବରଙ୍ଗପୁର SPଙ୍କ ନିର୍ଦେଶ ରେ Atm ଲୁଟେରା ଙ୍କୁ ଗଡ଼ାଇ ଗଡ଼ାଇ ଡାବୁଗାଁ ଅଂଚଳରେ ଧରିଲା ପୋଲିସ*

31-Jan-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ଡ଼ାବୁଗାଁ ଥାନା ଅଧିନ ଡ଼ାବୁଗାଁ ଉମରକୋଟ ରାସ୍ତାରେ ଥିବା ଆଦର୍ଶ ବିଦ୍ୟାଳୟ ନିକଟ ଜଙ୍ଗଲ ମଧ୍ୟରୁ ନବରଙ୍ଗପୁର ସହରରୁ ଏକ ଏଟିମକୁ ଭାଙ୍ଗି ଦୁର୍ବୃତ ନେଇ ଯାଉଥିବା ବେଳେ ନବରଙ୍ଗପୁର Sp ଙ୍କ ନିର୍ଦେଶ କ୍ରମେ ଡ଼ାବୁଗାଁ ପାପଡାହାଣ୍ଡି ଉମରକୋଟ ଥାନା ପୋଲିସଙ୍କ ମିଳିତ ଉଦ୍ୟମରେ  ଦୁର୍ବୃତ ମନଙ୍କୁ ଧରି ବଡ ସଫଳତା ହାସଲ  କରିଛି ନବରଙ୍ଗପୁର ପୋଲିସ। ସୂଚନାଯୋଗ୍ୟ:-ଗତକାଲି ବିଳମ୍ବିତ ରାତ୍ରିରେ ନବରଙ୍ଗପୁର ବ୍ଲକ୍ କାର୍ଯ୍ୟଳୟ ପାଖରେ ଥିବା ଏଟିଏମ୍ ରୁ ୫ଜଣ ଦୁର୍ବୃତ ଚୋରିକରୀ ଖସି ପଳାଇବା ସମୟରେ ନବରଙ୍ଗପୁର ପୋଲିସ ଖବରପାଇ ଗୋଡାଇଥିଲେ ପାରେ ଚୋରମନେ ଏକ କାର ଯୋଗେ ଉମରକୋଟ ପଟକୁ ପଳାଇଯାଉଥିବା ସମୟରେ ନବରଙ୍ଗପୁର ପୋଲିସ  ପାପଦହାଣ୍ଡି ପୋଲିସ ଡ଼ାବୁଗାଁ ପୋଲିସ  ଉମରକୋଟ ପୋଲିସ  ନବରଙ୍ଗପୁର  ଆରକ୍ଷି ଅଧିକାରୀ(SP) ଉମରକୋଟ ଏସ ଡି ପି ଓ  , ରାତ୍ରି ପ୍ରାୟ ଏକ ଘଣ୍ଟା ସମୟରେ ଡ଼ାବୁଗାଁ ଥାନା ଅଧୀନ  ଆଦର୍ଶ  ବିଦ୍ୟାଳୟ  ସାମ୍ନା  ଥିବା  ଜଙ୍ଗଲ ମଧ୍ୟରୁ କାର ସହ ଜଣଙ୍କୁ କାବୁ କରିଥିଲେ । ପ୍ରାୟ ୬ ଘଣ୍ଟା ର ପ୍ରୟାସ ପରେ ଡ଼ାବୁଗାଁ ଥାନା ଅଧୀନ ଧାମନାଗୁଡ଼ାରୁ  ଜଣଙ୍କୁ । ସରଗୁଡ଼ାରୁ ଜଣଙ୍କୁ  ଓ ଖୁଟୁବାଇ ପାଖରେ ଥିବା ଆଖୁବାଡ଼ରୁ ଦୁଇ ଜଣଙ୍କୁ  ଗିରଫ କରିଥିଲେ। ମୋଟ ୫ ଜଣକୁ ଗିରଫ କରାଗଲା। ଏଟିଏମ ରୁ ପ୍ରାୟ 40 ଲକ୍ଷରୁ ଅଧିକ ଟଙ୍କା ଲୁଟ୍ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା 20 ଲକ୍ଷରୁ ଉର୍ଦ୍ଧ ଟଙ୍କା ସହ ଏକ କାର ଜବତ ହୋଇଥିବା ଓ ଏବେ ମଧ୍ୟ ବହୁ ଟଙ୍କା ଜଙ୍ଗଲ ମଧ୍ୟରେ ଥିବା ସୂଚନା ମିଳିଛି ।ପ୍ରଥମେ ସେମାଙ୍କୁ ଡ଼ାବୁଗାଁ ଥାନାକୁ ଅଣା ଗଲା ଏବଂ ପରେ ନବରଙ୍ଗପୁର କୁ ସ୍ଥାନାନ୍ତରତ କରାଗଲା। ଏବିଷୟରେ ନବରଙ୍ଗପୁର SP ସୂଚନା ଦେବା ପରେ ଆସନ୍ତା କାଲି ପ୍ରେସମିଟି ମାଧ୍ୟମରେ ସମ୍ପୂର୍ଣ୍ଣ ସୂଚନା ଦେବେ ବଳି ନିଜ ପ୍ରତିକ୍ରିୟାରେ କହିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026

You Might Also Like