-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||     

HOME   ଜିଲ୍ଲା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦର୍ଶନ ଯାତ୍ରା : ସୁବର୍ଣ୍ଣପୁର ଜିଲ୍ଲାରୁ ୩0୬୭ ତୀର୍ଥ ଯାତ୍ରୀ ଦର୍ଶନ ଯାତ୍ରାରେ ସାମିଲ ହୋଇ ପୁରୀ ରେ ପହଞ୍ଚିଲେ ଯାତ୍ରୀ

31-Jan-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ବହୁ ପ୍ରତିକ୍ଷୀତ ପବିତ୍ର ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦର୍ଶନ ଯାତ୍ରା ନିମନ୍ତେ ତା ୩0/0୧/୨୪ ରାତ୍ରୀରେ ଜିଲ୍ଲାରୁ ୭୪ ଟି ବସ ଯୋଗେ ସମୁଦାୟ ୩0୬୭ ଜଣ ଉଭୟ ମହିଳା ଓ ପୁରୁଷ ତୀର୍ଥ ଯାତ୍ରୀ ଙ୍କୁ ନେଇ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି l ଏହି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦର୍ଶନ ଯାତ୍ରାକୁ ସୋନପୁର ରୋୟାଲ ପଡିଆ ଠାରେ ମାନ୍ୟବର ମନ୍ତ୍ରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଓଡିଶା ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ମାନ୍ୟବର ବିଧାୟକ ବୀରମହାରାଜପୁର ଶ୍ରୀଯୁକ୍ତ ପଦ୍ମନାଭ ବେହେରା, ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାଶ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର ପ୍ରମୁଖ ଯାତ୍ରା ଓ ଯାତ୍ରୀଙ୍କ ଶୁଭକାମନା ପୂର୍ବକ ନଡ଼ିଆ ଭାଙ୍ଗିବା ସହ ସବୁଜ ପତାକା ପ୍ରଦର୍ଶନ କରି ଯାତ୍ରାର ଶୁଭାରମ୍ଭ କରିଛନ୍ତି l ଅତିଥି ବୃନ୍ଦ ପବିତ୍ର ଯାତ୍ରାରେ ସାମିଲ ଥିବା ସମସ୍ତ ତୀର୍ଥ ଯାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସ କୁଶଳ ଯାତ୍ରା ଦେଖି ନିମନ୍ତେ ମଙ୍ଗଳ କାମନା କରିଛନ୍ତି l ଏହି ପରିପ୍ରେକ୍ଷୀରେ ବିନିକା ବ୍ଲକ ରୁ ୮ ଟି ବସ ରେ ୩୨0 ତୀର୍ଥ ଯାତ୍ରୀ , ବୀରମହାରାଜପୁର ବ୍ଲକରୁ ୮ ବସଯୋଗେ ୩00 ତୀର୍ଥ ଯାତ୍ରୀ , ଡୁଙ୍ଗୁରିପାଲି ବ୍ଲକ ରୁ ୧୩ ଟି ବସ ଯୋଗେ ୫୨0 ତୀର୍ଥ ଯାତ୍ରୀ , ସୋନପୁର ବ୍ଲକରୁ ୭ ଟି ବସରେ ୨୮0 ଜଣ, ତରଭା ବ୍ଲକରୁ ୧0 ଟି ବସଯୋଗେ ୪୨0 ଜଣ ଯାତ୍ରୀ, ଓ ଉଲୁଣ୍ଡା ବ୍ଲକ ରୁ ୮ ଟି ବସରେ ୩୪0 ଜଣ, ସେହିପରି ସୋନପୁର ପୌରପରିଷଦ ରୁ ୮ ଟି ବସ ଯୋଗେ ୩00 ଜଣ, ବିନିକା ଓ ତରଭା ଏନ ଏ ସି ରୁ ୬ ଟି ଲେଖାଏଁ ବସ ଯୋଗେ ୨୪0 ଲେଖାଏଁ ଯାତ୍ରୀ ଏହି ପବିତ୍ର ଦର୍ଶନ ଯାତ୍ରା ନିମନ୍ତେ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି l ତା ୩୧ /0୧ /୨୪ ରିଖ ରେ ଯାତ୍ରୀ ମାନେ ପବିତ୍ର ପରିକ୍ରମା ପ୍ରକଳ୍ପ ର ଦିବ୍ୟ ଦର୍ଶନ ପୂର୍ବକ ଜଗତର ନାଥ ଜଗନ୍ନାଥ ଙ୍କ ଆଶିଷ କୃପା ଲାଭ କରି ଉକ୍ତ ଦିନ ସନ୍ଧ୍ୟା ରେ ଜିଲ୍ଲା ପ୍ରତ୍ୟାବର୍ତନରେ ବାହାରି  ତା 0୧/0୨/୨୪ ସକାଳେ ଜିଲ୍ଲା ରେ ପହଞ୍ଚିବେ l

ଏହି ପବିତ୍ର ଦର୍ଶନ ଯାତ୍ରାର ଆୟୋଜନ ରାଜ୍ୟ ସରକାରଙ୍କ ପଞ୍ଚାୟତି ରାଜ ବିଭାଗ ଦ୍ୱାରା ଜିଲ୍ଲାର ଜିଲ୍ଲା ପରିଷଦ ବିଭାଗ ର ପ୍ରତ୍ୟକ୍ଷ ତତ୍ୱାବଧାନ ତଥା ସହଯୋଗରେ ଆୟୋଜିତ କରାଯାଇଛି l ଏହି ଯାତ୍ରା କୁ ବ୍ୟବସ୍ଥିତ, ଶୃଙ୍ଖଳିତ ଓ ସୁନିଶ୍ଚିତ କରିବା ନିମନ୍ତେ ପ୍ରତ୍ୟେକ ବସରେ ବ୍ଲକ ସ୍ତରୀୟ ଓ ଜିଲ୍ଲା ସ୍ତରୀୟ ନୋଡାଲ ଅଧିକାରୀଙ୍କୁ ଯାତ୍ରୀଙ୍କ ସୁ ବନ୍ଦୋବସ୍ତ ନିମନ୍ତେ ନିୟୋଜିତ କରାଯାଇଛି l ପୁରୀ ଶ୍ରୀ ମନ୍ଦିର ରେ ଆଜି ସୁରକ୍ଷିତ ଭବେ ସମସ୍ତ ଯାତ୍ରୀ ପହଞ୍ଚି  ଶ୍ରୀ ଜଗନ୍ନାଥ ଙ୍କ ଦର୍ଶନ କରିଛନ୍ତି l ପିପିଲି  ଆଡଦ୍ଭlଞ୍ଚର୍ ରେଷ୍ଟୁରାଣ୍ଟ ରେ ପୁରୀ ଜିଲ୍ଲା ଯୁବ ବିଜେଡି ସଭାପତି ନାରାୟଣ ସ୍ବାଇଁ ଙ୍କ ପ୍ରତ୍ୟକ୍ଷ ତତ୍ୱlବଧାନ ରେ ଏବଂ ରେଷ୍ଟୁରାଣ୍ଟ ଜେନେରାଲ ମ୍ୟାନେଜର ମିସ୍ ମିରନ୍ ମହାପାତ୍ର ଙ୍କ  ସମ୍ପୂର୍ଣ୍ଣ ସହଯୋଗ ରେ ସମସ୍ତ ଯାତ୍ରୀ ଙ୍କ ସୂ ବ୍ୟବସ୍ଥା କରାଯାଉଛି l


News Comment




Photo in News

Advertisment
Lastest News
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026

You Might Also Like