-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||     

HOME   ଜିଲ୍ଲା

ଜିଲ୍ଲପାଳ ଙ୍କ ମାତୃ ଓ ଶିଶୁ ଯତ୍ନ ଚିକିତ୍ସାଳୟ ପରିଦର୍ଶନ :

31-Jan-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାଶ ଜିଲ୍ଲା ମାତୃ ଓ ଶିଶୁ ଯତ୍ନ ଚିକିତ୍ସାଳୟ ପରିଦର୍ଶନ ରେ ଯାଇ ବିଭିନ୍ନ ବିଭାଗ ବୁଲି ଦେଖିଥିଲେ l ଏହି ଅବସରରେ ସେ ପ୍ରଥମେ ବହିଁ ବିଭାଗ ଟିକେଟ ଗୃହ, ନିରାମୟ କେନ୍ଦ୍ର ଆଦି ବୁଲି ରୋଗୀଙ୍କ ସହ ସିଧା ସଳଖ ଆଲୋଚନା କରିଥିଲେ l ପରେ ନବଜାତ ଶିଶୁ ଯତ୍ନ କେନ୍ଦ୍ର ଓ ପ୍ରସୂତି ୱାର୍ଡ ବୁଲି ଚିକିତ୍ସାଧୀନ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଙ୍କ ସହ ଚିକିତ୍ସାସେବା ସମ୍ପର୍କରେ ଆଲୋଚନା କରିଥିଲେ l ଡାକ୍ତରଖାନା ପରିସର ମଧ୍ୟରେ ପରିମଳ ବ୍ୟବସ୍ଥାର ତଦାରଖ କରିଥିଲେ l ଅଳିଆ ଆବର୍ଜନା ଏଣେତେଣେ ନ ପକାଇ ନିର୍ଦ୍ଧିଷ୍ଟ ସ୍ଥାନରେ ପକାଇବାକୁ ଉଭୟ ଡାକ୍ତରଖାନା କର୍ମଚାରୀ ଓ ରୋଗୀ ସମ୍ପର୍କୀୟ ଙ୍କୁ ପରାମର୍ଶ ଦେଇଥିଲେ l ଜିଲ୍ଲପାଳ ଙ୍କ ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱରଂଜନ ପତି, ଏ ଡି ଏମ ଓ ଡ଼ଃ ଦୁର୍ଗାଦତ୍ତ ଦାଶ, ଶ୍ରୀ ବିଶ୍ୱମ୍ବର ବେହେରା ଜିଲ୍ଲା ସଂଯୋଜକ ଜାତୀୟ ସ୍ୱାସ୍ଥ୍ୟ ମିଶନ ତଥା ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026

You Might Also Like