-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ପରୀ ହତ୍ୟାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବି ନେଇ ରେଢ଼ାଖୋଲ ବିଜେପି ପକ୍ଷରୁ ପଦଯାତ୍ରା

19-Dec-2020



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି )- ଆଜି ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ରେଢ଼ାଖୋଲରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରେଢ଼ାଖୋଲର ପୂର୍ବତନ ବିଧାୟକ ପର୍ଥୀ ଦେବେନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ପରୀକୁ ନ୍ୟାୟ ଦାବିରେ ରେଢ଼ାଖୋଲରେ ଏକ ପଦଯାତ୍ରା କରାଯାଇଥିଲା । ଏହି ପଦଯାତ୍ରାଟି ରାଜବାଟି ଠାରୁ ଆରମ୍ଭ ହୋଇ ରଥସାହି , କଲେଜ ଛକ, ଭୀମଭୋଇ ଛକ ଦେଇ ରେଢ଼ାଖୋଲ ସହର ପରିକ୍ରମା କରି ସମାପ୍ତ ହୋଇଥିଲା ।  ଏହି ପଦଯାତ୍ରାରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଯୋଗଦେଇ ପରୀ ଭଳି ସାରା ଓଡ଼ିଶାରେ ୫ ହଜାର ଶିଶୁ ନିଖୋଜ ଅଛନ୍ତି ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ୮୦  ଜଣ ଶିଶୁ ନିଖୋଜ ଅଛନ୍ତି ତାର‌  ମଧ୍ୟ ଆଜି ଯାଏଁ ପତ୍ତା ମିଳିନାହିଁ ଏବଂ

ନୟାଗଡର କୁନି ଝିଅ ପରୀକୁ କିଭଳି ନିର୍ମମ ଭାବରେ ହତ୍ୟା କରାଯାଇଛି ‌। ଗୋଟିଏ ଗରିବ ବାପାମାଙ୍କ ଛୋଟ ଝିଅକୁ ଯେଉଁଭଳି ଭାବରେ ହତ୍ୟା କରାଗଲା ପରବର୍ତ୍ତି ସମୟରେ ସେଠାକାର ପୋଲିସ,ପ୍ରଶାସନ ଶାସକ ଦଳର ମନ୍ତ୍ରୀ ଅରୁଣ ସାହୁଙ୍କ ଭୂମିକା ସନ୍ଦେହ ଘେରକୁ ଆସୁଛି । ମା କୁ ସମ୍ମାନର କଥା କହୁଥିବା  ସରକାର ଆଜି ଗୋଟିଏ ଗରିବ ପରିବାରକୁ ନ୍ୟାୟ ଦେବାକୁ ଅସମର୍ଥ, ପୋଲିସ ଆଜି ଶାସକ ଦଳର ମନ୍ତ୍ରୀଙ୍କ ଇସାରାରେ ତଦନ୍ତକୁ ବାଟବଣା କରିବା ସହିତ ପରୀର ପରିବାର ଉପରେ ଚାପ ସୃଷ୍ଟି କରୁଛି  ପରୀର ହତ୍ୟାକାରୀକୁ ଦଣ୍ଡ ପ୍ରଦାନ ପାଇଁ CBI ତଦନ୍ତ ଦାବି ଓ ତଦନ୍ତ କୁ ବାଟବଣା କରୁଥିବା ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି ପାଇଁ  ରେଢ଼ାଖୋଲରେ ଆଜି ଏହି ପଦଯାତ୍ରା କରାଯାଛି ବୋଲି କହିଛନ୍ତି । ଏହି ପଦଯାତ୍ରାରେ ବିଜେପି ଜିଲ୍ଲା ସଭାପତି ଗିରିଶ ପଟେଲ , ଉପସଭାପତି ବିଚିତ୍ରାନନ୍ଦ ସାହୁ , ସଂପାଦକ ଅନିଲ ବେହେରା ଯୁବ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶ୍ବିନୀ ମାଝୀ , ସାଂସଦ ପ୍ରତିନିଧି ଶିବରାମ ସାହୁ, ଜିଲ୍ଲା ପରିଷଦ ସଭ୍ୟ ପ୍ରମୋଦ ସାହୁ, ସମିତି ସଭ୍ୟ ବିଦେଶୀ ସାହୁ , ପୂର୍ବତନ ଏନ‌ଏସି ଅଧ୍ୟକ୍ଷା ସୁଷମା ମୁଣ୍ଡା, ନଗର ସଭାପତି ରାମାନୁଜ ମହାପାତ୍ର, ସାଧାରଣ ସଂପାଦକ ନରେନ୍ଦ୍ର ମଲ୍ଲିକ, ମହିଳା ମୋର୍ଚ୍ଚା ସଭାପତି ମଞ୍ଜୁସା ପ୍ରଧାନ,  ଯୁବ ମୋର୍ଚ୍ଚା ସଭାପତି ଅମର କୁମାର ସିଂ, ସରୋଜ ପ୍ରଧାନ,  ସୁରେଶ ଭିତିରିଆ, ଲବ ଷଣ୍ଢ , ଚେରେଙ୍ଗା ଦେହୁରୀ, ପ୍ରକାଶ ପ୍ରଧାନ, ଦିଲ୍ଲୀପ ପ୍ରଧାନ ସମେତ ସମସ୍ତ ମଣ୍ଡଳର ଶତାଧିକ ବିଜେପି କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like