-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||     

HOME   ଜିଲ୍ଲା

ମିଶନ ଶକ୍ତି ଭବନ ରେ ବ୍ଲକ ସ୍ତରୀୟ କବି ସମ୍ମିଳନୀ

31-Jan-2024



ନର୍ଲା (ଦିପକ କୁମାର ସାହୁ )
 ନର୍ଲା ବ୍ଲକ ମିଶନ ଶକ୍ତି ଆନୁକୁଲ୍ୟ ରେ ଏକ ବ୍ଲକ ସ୍ତରୀୟ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ଏହି  କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏନ୍ ଜଗଜିବନ ଚୌଧୁରୀ , ସିଡିପିଓ ବିନୋଦିନୀ ପଣ୍ଡା ଅବସର ପ୍ରାପ୍ତ ବରିଷ୍ଠ ଶିକ୍ଷକ ଅନାଦି ଚରଣ ଗିରି ବ୍ଲକ ବିପିଶି ପ୍ରମୁଖ ଯୋଗଦେଇଥିଲେ, ଏହି ସମ୍ମିଳନୀ ରେ ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୨୦ ରୁ ଅଧିକ ଓଡ଼ିଆ ଭାଷା ପ୍ରେମୀ କବି ଯୋଗଦେଇଥିବା ବେଳେ କାର୍ଯ୍ୟକ୍ରମ ରେ ଭାଗ ନେଇଥିବା ସମସ୍ତ କବି ମାନଙ୍କୁ ମିଶନ ଶକ୍ତି କାର୍ଯ୍ୟାଳୟ ପକ୍ଷରୁ ମାନପତ୍ର ସହ ଉତ୍ତରୀୟ ପ୍ରଦାନ କରାଯାଇଥିଲା, ଏବଂ ମଞ୍ଚାସୀନ ସମସ୍ତ ଅତିଥି ମାନଙ୍କୁ ଉପଢୋକନ୍ ଦେଇ ସମ୍ମାନିତ କରାଯାଇଥିବା ବେଳେ ଏହି କାର୍ଯ୍ୟକ୍ରମ କୁ ବ୍ଲକ ଲେବେଲ ଫ୍ରେଡରେଶନ ର ସଭାନେତ୍ରୀ ସଂଗୀତା ଭୋଇ , ସମ୍ପାଦିକା ବିନ୍ଦୁଲତା ସାମଲ ଓ ସମସ୍ତ ମହିଳା ଗୋଷ୍ଠି ସଦସ୍ୟା ଙ୍କ ସମେତ  ଏମବିକେ, ସିଆରପି ସମୂହ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ଏବଂ ଏଭଳି ବ୍ଲକ ସ୍ତରୀୟ କବି ସମ୍ମିଳନୀ କୁ ମିଶନ ଶକ୍ତି ବ୍ଲକ ପ୍ରୋଗ୍ରାମ କୋଡ଼ିନେଟର ରୋହିତ ବିଶ୍ବାଳ ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026

You Might Also Like