-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ତପିମଣି ଜାନି ଓ ସନ୍ତୋଷ କର

31-Jan-2024



ନର୍ଲା (ଦିପକ କୁମାର ସାହୁ )
 ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ବୁଧବାର ଅନୁଷ୍ଠିତ ହେଇ ଯାଉଛି ରାଜ୍ୟସ୍ତରୀୟ 'ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର' ପ୍ରଦାନ କାର୍ଯ୍ୟକ୍ରମ । ରାଜ୍ୟସ୍ତରୀୟ 'ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର' କ୍ଷେତ୍ରରେ 'ବ୍ୟକ୍ତିଗତ'ଠାରୁ ନେଇ 'ସାଂଗଠନିକ' ସ୍ତର ପର୍ଯ୍ୟନ୍ତ ସମସ୍ତଙ୍କ ଭିତରେ ଶ୍ରେଷ୍ଠମାନଙ୍କୁ ବଛାଯାଇ ପୁରସ୍କାର ନିମନ୍ତେ ମନୋନୀତ କରାଯାଇଛି । ମାଧ୍ୟମିକ ଶିକ୍ଷକ  ବର୍ଗରେ ଜୟଦୁର୍ଗା ହାଇସ୍କୁଲ, ନର୍ଲାରୋଡ଼ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ରାଜ୍ୟ ସ୍ତରରେ ଶ୍ରେଷ୍ଠ 10 ଜଣ ବିଜ୍ଞାନ ଶିକ୍ଷକ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନ  ଅଧିକାର କରିଥିବା ବେଳେ ବ୍ଲକ ଶିକ୍ଷା ଅଧିକାରୀ ବର୍ଗରେ ଶ୍ରେଷ୍ଠ 10 ଟି ବ୍ଲକ ମଧ୍ୟରେ ନର୍ଲା ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ତପିମଣି ଜାନୀ ଚତୁର୍ଥ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ଉତ୍ସବ ରେ ସମ୍ମାନିତ ହେଇ ବ୍ଲକର ଗୌରବ ବୃଦ୍ଧି କରିଛନ୍ତି। ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ 'ମୋ ସ୍କୁଲ୍ ଅଭିଯାନ ପରିଚାଳନା ସଂଗଠନ' ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇ ଥିଲା  । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାଣ୍ଡି, ଅନୁସୂଚିତ ଜନଜାତି ଓ ଜାତି ଉନ୍ମୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଯୋଗଦାନ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026

You Might Also Like