-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜନୀତି

କଂଗ୍ରେସର ସାଂଗଠାନିକ ବୈଠକ

19-Dec-2020



ବଲାଙ୍ଗିର, (ସନ୍ତୋଷ କୁମାର ଠ।।କୁର)- ବଲାଙ୍ଗିର ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲା କଂଗ୍ରେସ ସଭାପତି ଦିଲୀପ ବେହେରାଙ୍କ ସଭାପତିତ୍ୱରେ କଂଗ୍ରେସ କାର୍ଯ୍ୟାଳୟରେ ବଲାଙ୍ଗିର ସଦର ବ୍ଲକ ଏବଂ ନଗର କଂଗ୍ରେସର ଏ ସାଂଗଠାନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପ୍ରଦେଶ କଂଗ୍ରେସ କମିଟି ତରଫରୁ ବଲାଙ୍ଗିର ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ଭାବେ ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁ ଯୋଗ ଦେଇ ଟାଉନ କଂଗ୍ରେସ ଏବଂ ବ୍ଲକ କଂଗ୍ରେସ କମିଟିର ପୁର୍ନଗଠନ ସମ୍ବନ୍ଧରେ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ । ଅନ୍ୟତମ ଅତିଥି ଭାବେ ପିସିସି ବରିଷ୍ଠ ପ୍ରବକ୍ତା ସମରେନ୍ଦ୍ର ମିଶ୍ର ଯୋଗଦାନ କରି ବୁଥ ସ୍ତରରୁ ସଂଗଠନକୁ ସୁଦୃଢ କରିବା ପାଇଁ ମତବ୍ୟକ୍ତ କରି  ଥିଲେ । ପ୍ରତ୍ୟେକ ବୁଥର କଂଗ୍ରେସ କର୍ମୀମାନେ ପର୍ଯ୍ୟବେକ୍ଷକଙ୍କ ସହ ମତ ବିନିମୟ କରିବା ସହ ଆଗାମୀ ଦିନରେ କଂଗ୍ରେସ କୁ ସୁଦୃଢ କରିବା ପାଇଁ ସମସ୍ତ ବଜ୍ର ଶପଥ ନେଇଥିଲେ । ଟାଉନ କଂଗ୍ରେସ କମିଟି ସଭାପତି ବୁଲୁ ଦାନି, ଅଜୟ ବାଲି, ସନ୍ତକ ବହିଦାର, ପ୍ରେମ ମିଶ୍ର, ନାରୀ ନେତ୍ରୀ ମିଳନୀ ସାହୁ, ସଦର ବ୍ଲକ ସଭାପତି ରାମ ପ୍ରସାଦ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ଶ୍ରୀଧର ବାରିକ, ଲୋକନାଥ କୁମୁରା, ଉପାଧ୍ୟକ୍ଷା ଯୋଶୋବନ୍ତି ବଘାର ମଞ୍ଚାସିନ ଥିବା ବେଳେ ସରୋଜ ରଥ, ଉମାକାନ୍ତ ସାହୁ, ଜଗ ପ୍ରଧାନ, ସଂଜୟ ମିଶ୍ର, ପ୍ରଫୁଲ୍ଲ ମିଶ୍ର, ସୋମ୍ୟଦିପ ସରାଫ, ଅଖଣ୍ଡ ସେଠ, ଜୁଲୁ ପଟ୍ଟନାୟକ, ଦଳିତ ନେତା ଓମ୍ ପ୍ରକାଶ କୁମ୍ଭାର, ବ୍ରଜ ବିହାରୀ ନାଗ, ବ୍ରଜ କିଶୋର ସେଠି, ନାସିର ଖାନ, କିରନ ସେଠ, ଲୋପନ ମିଶ୍ର, ଅନନ୍ତ ମଛଖଣ୍ଡ, ବିଦ୍ୟୁତ କୁମ୍ଭାର, ପବିତ୍ର ବେହେରାଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ । ଜିଲ୍ଲା କଂଗ୍ରେସ ପ୍ରବକ୍ତା ସାନନ୍ଦ ମିଶ୍ର ମଂଚ ପରିଚାଳନା କରିଥିବା ବେଳେ ପିସିସି ସଂପାଦକ ଉମାଶଙ୍କର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like