-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ରେ "ମାୟାମୁକ୍ତା" ଉତ୍ସବ

01-Feb-2024



ଡୁଙ୍ଗୁରିପାଲି(ରବିନ୍ ମିଶ୍ର) ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲ ର ବାର୍ଷିକ ଉତ୍ସବ ମାୟାମୁକ୍ତା ଆୟୋଜିତ ହୋଇଯାଇଛି । ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଭବ୍ୟ ସଭାରେ  ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ପଦ୍ମଶ୍ରୀ ବିନୋଦ କୁମାର ପଶାୟତ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଆଶୀର୍ବାଦ କରିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ମୁଖ୍ୟବକ୍ତା ଭାବରେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବରେ ଟିଟିଲାଗଡ଼ ପ୍ରାକ୍ତନ ଅଧ୍ୟକ୍ଷ ଡ. ଶିବ ପ୍ରସାଦ ବେହେରା, ଶ୍ରୀରାମ କଲେଜ ର ପ୍ରାକ୍ତନ ଇଂରାଜୀ ରିଡର୍ ଦୁର୍ଗା ପ୍ରସାଦ ସାହୁ, ଜାତୀୟ ସ୍ତରୀୟ ଯୋଗ ମୋଟିଭେଟର ଆର୍ତ୍ତତ୍ରାଣ ପାଢ଼ୀ , ଲୋଇସିଂହା ବିଡ଼ିଓ ତଥା  ଆଲୁମିନି ଯୁଧିଷ୍ଠିର ମେହେର ପ୍ରମୁଖ ମଞ୍ଚାସୀନ ଥିଲେ । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯକ୍ରମ ପରିଚାଳନା କରିଥିଲେ। ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସ୍ବାଗତ ଅଭିଭାଷଣ ଦେଇଥିଲେ । କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ଟ୍ରଫି ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ  ବେଣୁଧର ଚୌଧୁରୀ , ଭୋଳନାଥ ଛତର ମୋ ସ୍କଲ ଅଭିଯାନ କମିଟି ର ସଭାପତି ସତ୍ୟ ନାରାୟଣ  ପ୍ରଧାନ, ଭକ୍ତ ଭୋଇ,  ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରାରମ୍ଭରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ବେଶ ପୋଷାକରେ ଫେସନ ମୋଡେଲିଂ ଏବଂ ନୃତ୍ୟ , ସଙ୍ଗୀତ ପ୍ରଦର୍ଶନ କରିଥିଲେ। ଆଲୁମିନୀ ଶୁଭମ୍ ଘିଭେଲା ଓ ତାଙ୍କ ଦଳ ପ୍ରାରମ୍ଭରେ କଂସ ଦରବାର ଓ ସାନ୍ଧ୍ୟ ଅଧିବେଶନରେ ରାବଣ ଦରବାରେ ମାଆ ସୀତା ହରଣର  ନାଟ୍ୟ ରୂପାନ୍ତର ପ୍ରଦର୍ଶନ କରିଥିଲେ। ଅଭିଭାବକ, ପରିଚାଳନା କମିଟି ର ସଦସ୍ୟ ତଥା ଗ୍ରାମବାସୀ ବାର୍ଷିକ ଉତ୍ସବର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ କୁ  ଉପଭୋଗ କରିଥିଲେ। ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ସଂଜୀବ କୁମାର ପୁଝାରୀ, କିରଣ ପୁଟେଲ,  ସ୍ନିଗ୍ଧା ପଧାନ, ବିଭୀଷଣ ଖମାରୀ, ମିନିକେତନ୍ ଦାସ, ସୁରଜ୍ ଖମାରୀ, ସମୀର କଠାର ପ୍ରମୁଖ ସକ୍ରିୟ ସହାଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like