-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ଜିଲ୍ଲା

ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ

01-Feb-2024



କନ୍ଧମାଳ// କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପଞ୍ଚାୟତ ମହାବିଦ୍ୟାଳୟ ସଭାଗୃହରେ ନୂଆ ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ ହୋଇଛି l ପଞ୍ଚାୟତ ମହାବିଦ୍ୟାଳୟର +୨ ଅଧ୍ୟକ୍ଷ ଚିତ୍ତରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପଞ୍ଚାୟତ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ନବଘନ ସାହୁ ଯୋଗ

ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ଡ଼ଃ ବିରଞ୍ଚି ନାରାୟଣ ସାହୁ,ଶ୍ରୀମତୀ ହରିପ୍ରିୟା ମିଶ୍ର,ଡମ୍ବରୁ ଧର ସାହୁ,ଯୋଗଦେଇ ଓଡ଼ିଆ ଭାଷା ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ l ମୁଖ୍ୟ ବକ୍ତା ଭାବରେ ଅଧ୍ୟାପକ ରାମକୃଷ୍ଣ ମହାନ୍ତି ଯୋଗ ଦେଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଅନ୍ୟାନ୍ୟ ଅଧ୍ୟାପକ ବାଲୁଙ୍କେଶ୍ୱର ଆଚାର୍ଯ୍ୟ,ଲକ୍ଷ୍ମୀ କାନ୍ତ ସାହୁ,ଚିନ୍ମୟୀ ନାୟକ,ସୁଶାନ୍ତ କୁମାର ନାୟକ,ବିଜନ କୁମାର ପ୍ରଧାନ,ଅଶୋକ କୁମାର ପ୍ରଧାନ, ଶୁକଦେବ ମୁଖି ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l କାର୍ଯ୍ୟକ୍ରମ ରେ  ନୋଡାଲ ଅଫିସର ଓଡ଼ିଆ ବିଭାଗ ର ଅଧ୍ୟାପକ ବିଭୁତି ଭୂଷଣ ଶତପଥି ପରିଚାଳନା କରିଥିଲେ l ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

(କନ୍ଧମାଳ ଜିଲ୍ଲାରୁ ମୃତ୍ୟୁଞ୍ଜୟ ଦିଗାଲ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like