-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ଜିଲ୍ଲା

ନିଆଁ ଦାଉରୁ ରକ୍ଷା ଏବଂ ଜଙ୍ଗଲ ସୁରକ୍ଷା ସମ୍ବନ୍ଧିତ ମିଳିତ ସଚେତନ ମକଡ୍ରିଲ

01-Feb-2024



କନ୍ଧମାଳ:କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବନବିଭାଗ କାର୍ଯ୍ୟାଳୟ ସଭାଗୃହ ରେ ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷା କରିବା ସମ୍ପର୍କିତ ସଚେତନ ତାଲିମ ଏବଂ ମିଳିତ ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମ ପ୍ରଶାସନିକ ସ୍ଥରରେ ମିଳିତ ଭାବରେ ବିଭିନ୍ନ ବିଭାଗ ବନ ବିଭାଗ, ଅଗ୍ନିଶମ ବିଭାଗ, ପୋଲିସ ବିଭାଗ, କେନ୍ଦୁ ପତ୍ର ବିଭାଗ ସହ ଫିରିଙ୍ଗିଆ ବନାଞ୍ଚଳ ର ପ୍ରତ୍ୟେକ ବିଟ ର ବନପାଳ, ବନ ରଖି ଙ୍କ ସହ ଫିରିଙ୍ଗିଆ ବ୍ଲକ ରେ କାର୍ଯ୍ୟରତ ସମସ୍ତ ସାମ୍ବାଦିକ ଯୋଗ ଦେଇଥିଲେ l ଫିରିଙ୍ଗିଆ ବନାଞ୍ଚଳ ଅଧିକାରୀ ରବୀନ୍ଦ୍ର କୁମାର ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସହକାରୀ ବନ ସଂରକ୍ଷକ ମଳୟ ରଞ୍ଜନ କାଲୋ ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଅଗ୍ନିଶମ ଅଧିକାରୀ  ସରୋଜ କୁମାର ମହାପାତ୍ର ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ ରେ ଫିରିଙ୍ଗିଆ ବନାଞ୍ଚଳ ଅଧିକାରୀ ଜଙ୍ଗଲ ରେ ନିଆଁ କୁ କିଭଳି ଭାବରେ  ଆୟତ୍ତ କରିହେବ ଏବଂ ଏଥିପାଇଁ କଣ ଉପାୟ ଅବଲମ୍ବନ କରା ଯାଇପାରିବ ସେ ନେଇ ଉପସ୍ଥିତି ସମସ୍ତଙ୍କୁ ସଚେତନ କରିଥିଲେ l ବ୍ଲକ ର  ଫିରିଙ୍ଗିଆ ବନାଞ୍ଚଳ ଅଧିନସ୍ତ  ୨୭ ଟି ପଞ୍ଚାୟତ ରେ ଥିବା ବନସୁରକ୍ଷା ସମିତି କୁ ପ୍ରତିବର୍ଷ ନିଆଁ ଦାଉରୁ ରକ୍ଷା କରିବା ପାଇଁ ସଚେତନ କରାଯାଉଥିବା ବେଳେ ଚଳିତ ବର୍ଷ  ପ୍ରତ୍ୟେକ ବିଭାଗ ର ମିଳିତ ଭାବରେ  ଜଙ୍ଗଲରୁ ନିଆଁରୁ ସୁରକ୍ଷା କରିବା ପାଇଁ  ଆଲୋଚନା କରା ଯାଇଥିଲା l ପ୍ରତ୍ୟେକ ବିଭାଗ ର ଅଧିକାରୀ ମଧ୍ୟ ଜଙ୍ଗଲ ନିଆଁ ପ୍ରତି ସଚେତନ ରହିବା ସହ ସୁରକ୍ଷା କରିବାକୁ  ବକ୍ତବ୍ୟ ରଖିଥିଲେ  l କାର୍ଯ୍ୟକ୍ରମ ଶେଷରେ ବନ ବିଭାଗ ସହ ସମସ୍ତ ବିଭାଗ ର ମିଳିତ ଭାବରେ ଫିରିଙ୍ଗିଆ ବନାଞ୍ଚଳ ସରୁକୋଇ ଘାଟି ନିକଟରେ ନିଆକୁ କିଭଳି ଭାବରେ ଆୟତ୍ତ କରାଯିବ ସେ ନେଇ ମକଡ୍ରିଲ କରାଜାଇ ଥିଲା  l ଅଗ୍ନିଶମ ବାହିନୀ ମକଡ୍ରିଲ ରେ ସମସ୍ତ ସହଯୋଗ କରିଥିଲେ lବିଭିନ୍ନ ବିଭାଗର ଶତାଧିକ ଅଧିକାରୀ ଓ ବିଭିନ୍ନ ସଂଗଠନ ର କର୍ମକର୍ତା ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ କୁ ଫିରିଙ୍ଗିଆ ବନପାଳ ପ୍ରବୀଣ କୁମାର ଦାଶ, ନୂଆପଦର ବନ ପାଳ ବ୍ରଜ ସୁନ୍ଦର ଦାଶ, ଗୋଛାପଡା ବନପାଳ ଦିଲୀପ ବିଷୋଇ,ବାଲାନ୍ଦା ପଡା ବନପାଳ ସନ୍ତୋଷ କୁମାର ସାହୁ, ବନ ରଖି ସୁଜିତ ପ୍ରଧାନ, ପାହାଡ଼ ଟିମ ଲିଡର ବିଭୁ ପ୍ରସାଦ ପ୍ରଧାନ, ମନୋଜ କୁମାର ସାହୁ, ଦଣ୍ଡ ପାଣି କହଁର, ଡିଓ ଅମୁଲ୍ୟ ପ୍ରଧାନ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

(କନ୍ଧମାଳ ଜିଲ୍ଲାରୁ ମୃତ୍ୟୁଞ୍ଜୟ ଦିଗାଲ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like