-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ନରେନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ , ୧୩୫ ଛାତ୍ର ଛାତ୍ରୀ ପୁରସ୍କୃତ

01-Feb-2024



ଗଞ୍ଜାମ /ଶେରଗଡ଼(କୃଷ୍ଣଚନ୍ଦ୍ର ପଣ୍ଡା ): ଶେରଗଡ଼ ବ୍ଲକ ନରେନ୍ଦ୍ରପୁର ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଛି।ଅତିଥି ମାନଙ୍କୁ ଛାତ୍ରଛାତ୍ରୀଙ୍କୁ ଦ୍ବାରା ଶୁଭେଚ୍ଛା ଜଣାଇ ପାଛୋଟି ନିଆଯାଇଥିଲା।ପରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ମହାପାତ୍ର, ସ୍ୱତନ୍ତ୍ର ଅତିଥିଭାବେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଶୁଭ୍ରାଂଶୁ ଶେଖର ମିଶ୍ର,ମୁଖ୍ୟ ବକ୍ତା ଭାବେ ବ୍ଲକ ଗୋଷ୍ଠି ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପାଢୀପାଢ଼ୀ ,ସମ୍ନାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବାଶିଷ ବରାଳ, ତହସିଲଦାର ତ୍ରିଦେବ ରଥ ଯୋଗ ଦେଇ ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ନାମାନ ଦେଇ ଭଲ ପାଠ ପଢ଼ ,ଭଲ ପାଠ ପଢି ଏକ ହୋଇ ନିଜ ବିଦ୍ୟାଳୟରେ ନାଁ ରଖ,ସଦାବେଳେ ଉଚ୍ଚ ଅଭିଳାଷ ରଖି ଆଗକୁ ଆଗକୁ ବଢ଼ିବାରେ ଚେଷ୍ଟା କରି ଭଲ ମଣିଷ ହେବାକୁ ଚେଷ୍ଟା କରିବାକୁ ଆହ୍ୱାନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ନାୟକ, ସମାଜ ସେବୀ ସନ୍ତୋଷ କୁମାର ପଟ୍ଟନାୟକ,ରାଜ୍ୟ ବିଜୁ ସେତୁ ନିର୍ଦ୍ଦେଶକ ଶରତ ଚନ୍ଦ୍ର ପାତ୍ର,ରାଜ୍ୟ ସମାଜ ମଙ୍ଗଳ କଲ୍ୟାଣ ବୋର୍ଡ ସଭାପତି, ହୀନ ବେହେରା, ସମାଜସେବୀ ଦିଗାମ୍ବର ନାହାକ ବେହେରା, ଏସ.ଏମ,ସି ସଭାପତି, ବରୁଣ କୁମାର ପଲାଇ, ୫୮ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ମନୋରମା ପୋଲାଇ,ସମିତି ସଭ୍ୟ ସରୋଜ କୁମାର ପାତ୍ର,ପ୍ରଧାନ ଶିକ୍ଷକ ଲଡୁ କିଶୋର ନାହାକ, ସି ଆର ,ସିସି ଦାଶ ରଥୀ ଜେନା, କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ,ପ୍ରତାପ କୁମାର ଦାଶ,  ଦେବୀ ପ୍ରସାଦ ଷଡଙ୍ଗୀ, ରଞ୍ଜିତ ପାଣିଗ୍ରାହୀ, ଚରଣ ନାୟକ, ବିଦେଶୀ ସେଠି, ସ୍ୱାଧୀନ କୁମାର ଦାଶ,ଜୟନ୍ତୀ ପାତ୍ର, ତେଜସ୍ମିତା ପାଢ଼ୀ, ମାନଶୀ ସେଠି, ପୂଜା ମହାନ୍ତି, ସସ୍ମିତା ମହାପାତ୍ର, ନନ୍ଦିତା ସାହୁ,ରାଜଲଷ୍ମୀ ସାହୁ ଙ୍କ ସମେତ କର୍ମଚାରୀ ମାନେ ଉତ୍ସବ କୁ ପରିଚାଳନା କରିଥିଲେ।ବିଦ୍ୟାଳୟର ସମସ୍ତ କୃତି ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like