-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||     

HOME   ଜିଲ୍ଲା

ଦିବାଲୋକରେ ସାଇକେଲ ଆରୋହୀ ଙ୍କ ଠାରୁ ୨୨ ହଜାରଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ

01-Feb-2024



ସୁବର୍ଣ୍ଣପର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା  ବିନିକା ଥାନା ର ଗଣେଶପୁର - ସିନ୍ଦୁରପୁର ରାସ୍ତାରେ  ସାଇ‌େକଲ ଆରୋହି ଠାରୁ ୨୨ହଜାର ଟଙ୍କା ଲୁଟିନେବା ନେଇ ବିନିକା ଥାନାରେ ବିହାର ସ୍ଥାଇ ବାସିନ୍ଦା କିଶନ କୁମାର ଲିଖିତ ଅଭିଯୋଗ କରିବାପରେ  ବିନିକା ଥାନା ରେ ଏକ ମକଦ୍ଦମା କେସ ନମ୍ୱର୍ ୨୫/୨୪ ଅନୁସାରେ   ରୁଜୁ କରି ତଦନ୍ତ ଚଲାଇଥିଲା।   ଏନେଇ ବିନିକା ପୁଲିସକୁ ବଡ଼ ସଫଲତା ମିଳିଛି  । ୬ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୪ଜଣ ଙ୍କୁ ଗିରଫ କରିବାସହ  ଡ଼କାୟତି ରେ ବ୍ୟବହାର ହୋଇଥିବା ୨ବାଇକ ସହ ତାଙ୍କ ଠାରୁ ୧୧୪୫୦ ଟଙ୍କା ଜବତ କରିଥିବା ବିନିକା ଥାନାରେ ଆଜି ଏସପି ୟସପ୍ରତାପ ଶ୍ରୀମାଲ ଏକ ସାମ୍ବାଦିକ ସମ୍ମିଳନିରେ ସୁଚନା ଦେଇଛନ୍ତି । ବାଇକ ନମ୍ବର ଓଡ଼ି ୧୫ଜି -୩୦୩୩, ଓଡ଼ି ୩୧-ଇ ୪୮୪୪ ଜବତ କରିଛନ୍ତି । ଅଭିଯୁକ୍ତ ହେଲେ ବିନିକା ଥାନା ଅଧିନସ୍ତ ବିଶାଳପାଲି ଗ୍ରାମ ଗୋପାଳ କିଶୋର ଛତ୍ର (୩୨), ଫୁଲମୁଠି ସୁନିଳ ଛତ୍ରୀଆ (୨୫) , ଡ଼ଭଲା ର ଯୋଗେଷ ସୁନା (୩୦)ଏବଂ ଜଣେ ନାବାଳକ ଗିରଫ କରିଥିବା ସୁଚନା ଦେଇଛନ୍ତି । ପରେ  ଅଭିଯୁକ୍ତମାନଙ୍କୁ ବିନିକା କୋର୍ଟ୍ଟ ରେ ହାଜର କାଯାଇଥିଲା।  ଜାମିନ  ନାମଞ୍ଜୁର ହେବାରୁ ୩ ଜଣଙ୍କୁ ‌ସେନପୁର ଜେଲ ହାଜତକୁ ଓ ନାବାଳକୁ ବଉଦ କୁ ପଠାହୋଇଥିବା ପୁଲିସ ପକ୍ଷରୁ ସୁଚନା ଦିଯାଇଛି । ସାମ୍ବାଦିକ ସମ୍ମିଳନୀରେ  ସୋନପୁର ଏସଡ଼ିପିଓ ପ୍ରତାପ ତ୍ରୀପାଠୀ, ଆଇଆଇସି ସାରଙ୍ଗଧର ପାଣିଗ୍ରାହି ପ୍ରମୁଖ ଉପସ୍ତିତଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026

You Might Also Like