-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||     

HOME   ଜିଲ୍ଲା

ଜିଲ୍ଳା ସ୍ତରୀୟ ରେଡ଼କ୍ରସ ଶିକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

01-Feb-2024



କଣ୍ଟାମାଳ, (ପ୍ରେରଣା ଖବର) ଘଣ୍ଟାପଡ଼l କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ା  ସମଲେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଆଦର୍ଶ ଖେଳ ପଡିଆରେ  ଦୁଇ ଦିନ ଧରି ଚାଲିଥିବା କନିଷ୍ଠ ରେଡ଼କ୍ରସ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଜିଲ୍ଳା ଶିକ୍ଷା ଅଧିକାରୀ ଶ୍ରୀ ଗେନ୍ଦ୍ରା କୁଜୁରୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ  କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀ ମହିଧର ରଣା , ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀମତୀ ସୁମିତ୍ରା ସାହୁ, ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର ପ୍ରଧାନ, ଆୟୋଜକ କମିଟିର ସମ୍ପାଦକ ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପିତବାସ ପଣ୍ଡା, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା, ଜିଲ୍ଲା କନିଷ୍ଠ ରେଡ଼କ୍ରସ ଅଧିକାରୀ ନବ କୁମାର ଦୀପ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ସ୍ୱାସ୍ଥ୍ୟ, ସେବା, ଓ ବିଶ୍ବବନ୍ଧୁତା ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଅନୁଷ୍ଠିତ ଶିବିରରେ ନାଚ, ଗୀତ, ବକୃତା, ଆଦି ବିଭିନ୍ନ ପ୍ରତିଯୋଗୀତାରେ  କୃତି ଛାତ୍ରଛତ୍ରୀ ପ୍ରତ୍ୟାଶା ପ୍ରିୟଦର୍ଶିନୀ କୁମ୍ଭାର, ପ୍ରତିଭା ସାହୁ, ଚନ୍ଦ୍ରମା ସାହୁ, ରାନୁ ଭୋଇ, ଅନୁଭବ ମେହେର, ଅଙ୍କିତ ପ୍ରଧାନ, ରେଶ୍ମା ମାଝୀ, ପ୍ରିୟମ୍ବଦା ସାହୁ, ପ୍ରିୟଙ୍କା ଭୁକ୍ତା, ସ୍ଵସ୍ତିକ ରଣା, ଦେବାନନ୍ଦ ବିଶି ଓ ଅରୁଣ ମିଶ୍ର  ରାଜ୍ୟ ସ୍ତରୀୟ କନିଷ୍ଠ ରେଡ଼କ୍ରସ ପାଇଁ ମନୋନୀତ ହୋଇଛନ୍ତି।  ଶିକ୍ଷକ ବନମାଳୀ ମେହେର ମଞ୍ଚ ପରିଚାଳନା କରିଥିବାବେଳେ ନବ କିଶୋର ଦୀପ  ଧନ୍ୟବାଦ ଅର୍ପଣ କରିଥିଲେ। ଶିବିର ରେ ସ୍ଥାନୀୟ ବିଦ୍ୟାଳୟର ସମସ୍ତ  ଶିକ୍ଷକ , କର୍ମଚାରୀ ଓ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ରେଡକ୍ରସ୍ କାଉନସିଲର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026

You Might Also Like