-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||     

HOME   ଜିଲ୍ଲା

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

01-Feb-2024



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମ।ୟ।ବର୍ହା ର ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାସ ଦୀର୍ଘ ୩୬ ବର୍ଷ  ନିରବଚ୍ଛିନ୍ନ ଭାବରେ ଶିକ୍ଷାଦାନ କରି ତା ୩୧ -୧-୨୦୨୪ ରିଖ ଦିନ ନିଜ ଚାକିରି ଜୀବନରୁ ଅବସର ଗ୍ରହଣ କରିଛନ୍ତି।ବିଦ୍ୟାଳୟ ତରଫରୁ ଆୟୋଜିତ ଭବ୍ୟ ସଭାରେ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ସଭାପତିତ୍ବ କରିଥିବା ବେଳେ ପରିଚାଳନା କମିଟି ସଭାପତି ଘାସିରାମ ସାହୁ, ସଦସ୍ୟ ଭୋଳ।ନ।ଥ ଛତର,ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ

ପୂଜାରୀ, ପୂର୍ବତନ କମିଟି ସମ୍ପାଦକ ବ୍ରଜବନ୍ଧୁ ନାୟକ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ବିଦାୟୀ ଶିକ୍ଷକ ଙ୍କ ଗୁଣଗାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଛାତ୍ରୀ ଶିତୁ ସାହୁ ,ପ୍ରିନ୍ସ ବାଗ, ବଳରାମ ବିଶ୍ଵାଳ, ଅଙ୍ଗନୱାଡ଼ି କର୍ମୀ ବଲ୍ଲଵୀ ବଞ୍ଛୋର, ପୂର୍ବତନ ଶିକ୍ଷକ ଜ୍ୟୋଟିଷ୍କର ପଣ୍ଡା ପ୍ରଭୃତି ଦାସଙ୍କର ଭୂୟସୀ ପ୍ରଶଂସା କରିଥିଲେ।ହିନ୍ଦି ଶିକ୍ଷକ ନନ୍ଦିଘୋଷ ବାରିକ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ କନିଷ୍ଠ ସହାୟକ ସଞ୍ଜୀବ ପୂଜାରୀ ଧନ୍ୟବାଦ୍ ଅର୍ପଣ କରିଥିଲେ।ଛାତ୍ରୀମାମଙ୍କଦ୍ୱରା 

ଶେଷରେ ପରିବେଷଣ କରିଥିବା ବିଦାୟୀ ସଙ୍ଗୀତ ସମସ୍ତଙ୍କ ଆଖିକୁ ଛଳଛଳ କରିଥିଲା।ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ କିରଣ, ଲିପି, ସୁରଜ୍,ସମୀର ,ବିଭୀଷଣ,ମିନିକେତନ୍, କିଶୋର ପଟେଲ ପ୍ରମୁଖ ସହଯୋଗ କରିଥିଲେ।ଶେଷରେ ପ୍ରହଲ୍ଲାଦ ଦାସଙ୍କ ନିଜସ୍ଵ ଗ୍ରାମ ଭେଡେନ ବ୍ଲକ ର ଧୁବେନପଳି ଗ୍ରାମକୁ ଯାଇ ବିଦାୟ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026

You Might Also Like