-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||     

HOME   ଜିଲ୍ଲା

ଯୋଗାଳୟ ଠାରେ ପ୍ରାକ୍ତନ ଜିଲ୍ଲାପାଳ ଓ ଏ ଡି ଏମ ଙ୍କୁ ବିଦାୟ ସମ୍ୱର୍ଦ୍ଧନା

01-Feb-2024



,( ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ର ଶ୍ରୀ  ଗୋପାଳ ଜୀ ତଡ଼ିତ ମନ୍ତ୍ର ଶ୍ୱାସ ଯୋଗାଲୟ ଠାରେ  ସୁବର୍ଣ୍ଣପୁର ର ପ୍ରାକ୍ତନ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଏ ଡି ଏମ ସୂର୍ଯ୍ୟ ନାରାୟଣ ଦାଶ ଙ୍କୁ ଯୋଗାଳୟ ପକ୍ଷରୁ  ଏକ ବିଦାୟ କାଳୀନ ସମ୍ବର୍ଧନା ସଭାରେ ସମ୍ବର୍ଦ୍ଧିତ କରଯାଇଥିଲା l ସଂଗଠନ ପକ୍ଷରୁ ଉଭୟ ଙ୍କୁ ଭବ୍ୟ ସ୍ବାଗତ କରାଯାଇଥିବା ବେଳେ ଏଥିରେ ସ୍ୱଚ୍ଛ ଭାରତ, ଓଡ଼ିଶା ସାମ୍ୱାଦିକ ସଂଘ, ପଏଁରି,  ରକ୍ତ ଦାତା ସଂଘ, ବରିଷ୍ଠ ନାଗରିକ ସଂଘ ସମେତ ପ୍ରମୁଖ ସଙ୍ଗଠନ ର କର୍ମକର୍ତ୍ତା ଯୋଗ ଦେଇ ଶ୍ରୀ ରାୟ ଓ ଶ୍ରୀ ଦାଶ ଙ୍କ ଉଜ୍ଜ୍ୱଳ ଭବିଷ୍ୟତ ସହ ଦୀର୍ଘମୟ ସୁଖମୟ କାମନା କରିଥିଲେ l ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଏନ୍ ସି ସି ଲେଫ୍ଟନେଣ୍ଟ ଆଶିଷ ଅଗ୍ରୱାଲା, ଅଧ୍ୟାପକ ମଦନ ସୁନ୍ଦର କ୍ଷେତୀ, କବି ସୁଦାମ ନାଏକ, ମନୋଜ୍ ପଣ୍ଡା, ମନୋରଂଜନ ତ୍ରିପାଠୀ, ଲଡୁ କିଶୋର ମଲ୍ଲିକ, ମହାଦେବ ମଲ୍ଲିକ, ବୈକୁଣ୍ଠ ଶତପଥି ପ୍ରମୁଖ ସହର ର ବହୂ ବୁଦ୍ଧିଜିବୀ ସଚେତନ ନାଗରିକ ଜିଲ୍ଲା ପ୍ରତି ଥିବା ଶ୍ରୀ ରାୟ ଓ ଶ୍ରୀ ଦାଶ ଙ୍କ ଅବଦାନ ଉପରେ ବର୍ଣ୍ଣନା କରିଥିଲେ l ଆଇନ୍ ଜିବୀ ପ୍ରଦୀପ ପୁରୋହିତ ସଭା ସଂଯୋଜନା କରି ସୂର୍ଯ୍ୟ ଅସ୍ଥ ହେଲେ ପୁଣି ଉଦୟ ହୋଇଥାଏ ବୋଲି ମତ ରଖିଥିଲେ l ସୁଦାମ ନାଏକ ଶ୍ରୀ ବିମଳ ରୟ ଙ୍କୁ ଚନ୍ଦ୍ର ର ଆଖ୍ୟା ଦେଇ ବର୍ଣ୍ଣନା କରି  ଜିଲ୍ଲା ଉପରେ ଉଭୟ ସୂର୍ଯ୍ୟ ଚନ୍ଦ୍ର ଙ୍କ ରଶ୍ମି ର କିରଣ ନିଶ୍ଚୟ ପଡ଼ିବ ବୋଲି କହିଥିଲେ l  ଯୋଗlଲୟ ର ବରିଷ୍ଠ ସଦସ୍ୟ ଆର୍ତ୍ତ ତ୍ରlଣ ବାବୁ, ଜ୍ୟୋତି ରଞ୍ଜନ ପଟ୍ଟନାୟକ, ସନ୍ତୋଷ ପାଢ଼ୀ, ହରିହର ଶତପଥି ପ୍ରମୁଖ ମଞ୍ଚlସିନ ସମସ୍ତ ଅତିଥି ବିଭିନ୍ନ ମତ ରଖି ଥିଲେ l ବିଭିନ୍ନ ଅନୁଷ୍ଠାନ ପକ୍ଷ ରୁ ଜିଲ୍ଲାପାଳ ଓ ଏ ଡି ଏମ ଉଭୟ ଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ ଦେଇ ବିଦାୟ ସମ୍ବର୍ଧନା ଜ୍ଞାପନ କରଯାଇଥିଲା l ଏ ଜିଲ୍ଲା ର ଲୋକ ଙ୍କ ଆଚାର ବ୍ୟବହାର ଓ ସମଗ୍ର ପରିବେଶ ଭାବଗତ ସମ୍ପର୍କ କୁ କେବେ ଭୁଲି ହେବନି ବୋଲି ଶ୍ରୀ ରାୟ ଓ ଦାଶ ମତ ରଖି ଥିଲେ l ଜ୍ୟୋତି ରଞ୍ଜନ ପଟ୍ଟନାୟକ  ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026

You Might Also Like