-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....    (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ର ଚାହିଦା ବୃଦ୍ଧି

01-Feb-2024



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱରରେ ଚାଲିଥିବା ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ଦିନକୁ ଦିନ ଚାହିଦା ବୃଦ୍ଧି ପାଇବା ସହ ବେଶ୍‌ ଭିଡ଼ ମଧ୍ୟ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି। ଆମେ ଯଦି ଏହାକୁ କିଣି ସେମାନଙ୍କୁ ଲାଭ ନ ଦେବା ତା’ ହେଲେ ସେମାନଙ୍କ ବ୍ୟବସାୟ ହେବ କିଭଳି। ଆଉ ଏହି ଷ୍ଟ୍ରବେରି ସୁସ୍ବାଦୁ ମଧ୍ୟ। ବଜାରରରେ ଏଭଳି ପ୍ୟାକେଟ ୫୦ ରୁ ୭୦  ଟଙ୍କାରେ ମଧ୍ୟ ମିଳୁଛି। ମାତ୍ର ତା’ଠାରୁ ଏହା ଢେର ଅଲଗା। ଷ୍ଟ୍ରବେରି ଚାଷୀ ମିଙ୍କୁଲତା ପ୍ରଧାନ କହିଛନ୍ତି ଯେ, ଆମେ ଆଗରୁ ଅଲଗା ପରିବା ଚାଷ କରୁଥିଲୁ। ମାତ୍ର ଗତବର୍ଷ ସରକାରଙ୍କ ପକ୍ଷରୁ ଚାରା ମିଳିବାରୁ ଆମେ ଷ୍ଟ୍ରବେରି ଚାଷ ଆରମ୍ଭ କଲୁ। ନଭେମ୍ବରରେ ଚାରା ଲାଗିଲେ ଜାନୁଆରୀ, ଫେବୃଆରୀ ଭିତରେ ଫଳ ଆସିଯାଏ। ପ୍ରତି ଗଛରୁ ପ୍ରାୟ ୫୦୦ ଗ୍ରାମରୁ ଅଧିକ ଷ୍ଟ୍ରବେରି ଫଳିଥାଏ। ତେବେ ଏଥର ମେଳାରେ ଷ୍ଟଲ ପକାଇଛୁ। ମାଲ୍‌ ଆସି ପହଞ୍ଚୁ ପହଞ୍ଚୁ ବିକ୍ରି ହୋଇଯାଉଛି। ପ୍ରାୟ ୫୦ ହଜାର ଟଙ୍କାର ବିକ୍ରି ହୋଇସାରିଲାଣି। ଆମର କନ୍ଧମାଳ ଅଞ୍ଚଳରେ ୫ଟି ଗ୍ରୁପ୍‌ ମିଶି ଏହି ଷ୍ଟ୍ରବେରି ଚାଷ କରୁଛୁ। ପ୍ରତି ଗ୍ରୁପ୍‌ରେ ୧୦ଜଣ ମହିଳା ରହିଛନ୍ତି। ଏହି ଚାଷ ଅଧିକ ଦି ପଇସା ରୋଜଗାର ଦେଉଛି। ଷ୍ଟ୍ରବେରି ଚାଷ ମହିଳାଙ୍କ ଆର୍ଥିକ ସ୍ଥିତିକୁ ମଜବୁତ କରିଛି ବୋଲି ଉକ୍ତ ଷ୍ଟଲ୍‌ରେ ଥିବା ବିଜୟଲକ୍ଷ୍ମୀ ପ୍ରଧାନ ଓ ପୁଷ୍ପାବତୀ ପ୍ରଧାନ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
  ଜିଲ୍ଲା  
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026

You Might Also Like