-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଅବସର କାଳୀନ ସମ୍ବର୍ଦ୍ଧନା ସଭା

01-Feb-2024



(ମିହିର ଶଙ୍କର ପାତ୍ର,)
ପାପଡା ହାଣ୍ଡି ବ୍ଳକ  ମୈଦଲ ପୁର ଗ୍ରାମ ପଞ୍ଚାୟତ ର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଗୋପୀଗୁଡା ରେ ସହକାରୀ ଶିକ୍ଷୟିତ୍ରୀ ସମ୍ମାନନୀୟା ବାରୁଣୀ ମାଝୀଙ୍କ ଚାକିରି ରୁ ଅବସର ରେ ବିଦାୟ କାଳୀନ  ସଭା ଅନୁଷ୍ଠିତ। ଉକ୍ତ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଭ୍ୟ ସଭ୍ୟା ଯୋଗଦାନ କରିଥିଲେ । ପ୍ରଧାନ ଶିକ୍ଷକ ସୁଦର୍ଶନ ମାଝୀ ଓ ସହକାରୀ ଶିକ୍ଷକ ବୃନ୍ଦ ଉପସ୍ଥିତ ରେ ପୁଷ୍ପମାଲ୍ୟ,ଫୁଲ ଉପହାର ମାଧ୍ୟମରେ  ଶୁଭେଚ୍ଛା ଜଣାଇଲେ। ପ୍ରଧାନ ଶିକ୍ଷକ ସୁଦର୍ଶନ ମାଝୀ ସାର ଶିକ୍ଷକ ର କାର୍ଯ୍ୟ ଧାରା ରେ ଶିକ୍ଷାୟତନ ରେ ଶିକ୍ଷକ ର ଭୂମିକା ବାବଦରେ ଆଲୋଚନା କରିଥିଲେ। ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ମଞ୍ଚ ପରିଚାଳନା ରେ  ଅବସର କାଳୀନ କାର୍ଯ୍ୟକ୍ରମ ରେ ଶିକ୍ଷକ ଦେଶର ମେରୁଦଣ୍ଡ। ଶିକ୍ଷକ ର ଶିକ୍ଷା ଦାନ ରେ କୋମଳମତି ଶିଶୁ ମସ୍ତିଷ୍କ ରେ ଶିକ୍ଷା କୁ ଗ୍ରହଣ କରିବାରେ ଶିକ୍ଷକ ର ଏଭଳି କାର୍ଯ୍ୟକ୍ରମ ରେ ଦେଶର ମହାନ ମଣିଷ ଗଠନରେ ଶିକ୍ଷକ ର ପ୍ରୟାସ କୁ ଭୂରିୟସୀ ପ୍ରଶଂସା କରିଥିଲେ। ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ର ଜିଲ୍ଲାର ସଂଯୋଜିକା ପ୍ରତିମା ଯାଦବ ଦିଦି ଶିକ୍ଷୟିତୀ ବାରୁଣୀ ଦିଦି ଙ୍କ ଅବସରରେ ମଧ୍ୟ ବିଦ୍ୟାଳୟ କୁ ଆସି କୁନି ପିଲାମାନଙ୍କ ଭବିଷ୍ୟତ ଗଠନରେ ସହଯୋଗ ପାଇଁ ମତ ପୋଷଣ କରିଥିଲେ। ସରକାରୀ  ପ୍ରାଥମିକ ବିଦ୍ୟାଳୟ ପଣ୍ଡିତ ଗୁଡା ପ୍ରଧାନ ଶିକ୍ଷକ କିଶର ବେହେରା ସହକାରୀ ଆଖୁରସ ଠାରୁ ଶିକ୍ଷକର ଶିକ୍ଷା ଦାନ ରସ ଅଧିକ ମାଧୁର୍ଯ୍ୟ କରି ସମସ୍ତଙ୍କୁ ଆପ୍ୟାୟିତ କରିଥିଲେ।ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ରତିକାନ୍ତ ପଣ୍ଡା ଵାଵୁ,ସରକାରୀ ପ୍ରାଥମିକ ବିଦ୍ୟାଳୟ, ତୁରୁଞ୍ଜିଆ ଗୁଡା ସହକାରୀ ଶିକ୍ଷୟିତ୍ରୀ ତରୁଲତା ମାଝୀ,, ନରେନ୍ଦ୍ର ସାହୁ , ଗୋବର୍ଦ୍ଧନ ନାୟକ ଶିକ୍ଷକ ମହାଶୟ ଯୋଗଦାନ କରି ବିଦାୟ କାଳୀନ ଦିବସ କୁ ଯାକ ଯକମରେ ପାଳନ କରିଥିଲେ । ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ତରଫରୁ ମଞ୍ଚ ପରିଚାଳନା କରିଥିଲେ। ବୈଠକରେ ସମସ୍ତ କୁ ଧନ୍ୟବାଦ ଅର୍ପଣ କରି ସମସ୍ତଙ୍କ ପ୍ରିୟ ପ୍ରତିମା ଯାଦବ ଦିଦି ଶୋଭା ସମାପ୍ତ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like