-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଉପଜିଲ୍ଲାପାଳଙ୍କ ଆଲୋଚନା ପରେ ଆଶାକର୍ମୀ ଙ୍କ ଆନ୍ଦୋଳନ ସ୍ଥଗିତ

01-Feb-2024



ବଲାଙ୍ଗୀର(ଚିତ୍ରସେନ ବେହେରା )-  ଟିଟିଲାଗଡ ଉପଖଣ୍ଡ ଚିକିତ୍ସା କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା. ବଳରାମ ସାହୁଙ୍କ ଆଶାକର୍ମୀ ଓ ପ୍ରସୁତି କୁ ଦୁଃବ୍ୟବହାର ଓ ଅଶାଳୀନ ବ୍ୟବହାର ପ୍ରତିବାଦରେ ନିଖିଳ ଓଡିଶା ଆଶାକର୍ମୀ ସଂଘ ଟିଟିଲାଗଡ ବ୍ଲକ କମିଟି ତରଫରୁ ଆଜି ଠାରୁ ଅର୍ନିଦ୍ଧିଷ୍ଟ କାଳ ସ୍ୱାସ୍ଥ୍ୟ କେନ୍ଦ୍ର ସାମ୍ନାରେ ଦିବାରାତ୍ରି ଧାରଣ ଡାକରା ପରିପେକ୍ଷିରେ ଟିଟିଲାଗଡ ଉପଜିଲ୍ଲାପାଳଙ୍କ ହସ୍ତକ୍ଷେପ ଫଳରେ ଧାରଣ ସ୍ଥଗିତ ରହିବା ସହ ସଂଘର ରାଜ୍ୟ ସଭାପତି

ବିଜୟ ଜେନାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଭେଟି ଆଲୋଚନା କରିଥିଲେ । ଆଲୋଚନାରେ ଡା. ବଳରାମ ସାହୁଙ୍କ ବିରୋଧରେ ଆସିଥିବା ଅଭିଯୋଗର ଏକ ତିନି ଜଣିଆ ତଦନ୍ତ କମିଟି ଗଠନ ସହ ତିନି ଦିନ ମଧ୍ୟରେ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରତିଶୃତି ଦେଇଥିଲେ । ପରେ ଆଶାକର୍ମୀମାନଙ୍କର ଏକ ସାଧାରଣ ସଭା ଆଦିବାସୀ କଲ୍ୟାଣ ସମିତି ସଭାଗୃହରେ ପ୍ରବିର କମ୍ପ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଆଶାକର୍ମୀ ସଂଘର ରାଜ୍ୟ ସାଧାରଣ ସଂପାଦିକା ନମିତା ସାହୁ, ଏଆଇଟିୟୁସି ନେତା ଅବକାଶ ସାହୁ, ଜିଲ୍ଲା ନେତା ତିର୍ଥ ପ୍ରଧାନ, ଉମି ଉି ଗୁପ୍ତା, ଆଦିବାସୀ କଲ୍ୟାଣ ସମିତିର ଜିଲ୍ଲା ସଂଗଠନ ଥବିର ପୁଜାରୀ, ବ୍ଲକ ନେତ୍ରୀ ବୃନ୍ଦାବତୀ ସରାଫ, ପ୍ରେମଲତା ନାଗ, ସୌଦାମିନୀ

ମାଝି, କଳ୍ପନା ଛୁରା, ଗୀତାଞ୍ଜଳୀ ଶିକା, ବିଷ୍ଣୂପ୍ରିୟା ରଣା, ଶୋଭାବତୀ ମହାନନ୍ଦ, ଦେବୀ ନାଗ, ସାହେବ ନନ୍ଦ, ପାଣ୍ଡବ ଭୋଇ, ଶଶିମୁଖି ସୁନା, ସୁମିତ୍ରା ବେହେରା ପ୍ରମୁଖ ବକ୍ତବ୍ୟ ଦେଇ ଡା. ବଳରାମ ସାହୁ ଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବି କରିଥିଲେ । ଯଦି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯାଏ ତେବେ ଆଗାମୀ ଦିନରେ ଜୋରଦାର ଆନ୍ଦୋଲନ ନିମନ୍ତେ ଆହ୍ୱାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like