-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||     

HOME   ଜିଲ୍ଲା

ଡିଣ୍ଡିରାଗାଁ ଖେଳ ପଡ଼ିଆରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର ଅନୁଷ୍ଠିତ

01-Feb-2024



କନ୍ଧମାଳ : ଗୁରୁବାର ଦିନ ଫିରିଙ୍ଗିଆ ବ୍ଲକ ଅର୍ନ୍ତଗତ ଡିଣ୍ଡିରାଗାଁ ପଞ୍ଚାୟତ ଅନ୍ତର୍ଗତ ଡିଣ୍ଡିରାଗାଁ ଖେଳ ପଡ଼ିଆରେ ସରପଞ୍ଚ  ରଞ୍ଜିତା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଫିରିଙ୍ଗିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ନମିତା କହଁର ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା, ଜିଲ୍ଲା ପରିଷଦ ଜୋନ ୧୨ ସଭ୍ୟ ନୀଳଗିରି ଦିଗାଲ,ଡିଣ୍ଡିରାଗାଁ ସମିତି ସଭ୍ୟା କଳ୍ପନା ପାତ୍ର, ଓଡିଶା ଜୀବିକା ମିଶନର ସଂଗ୍ରାମ କେଶରୀ ସାହୁ, ଫିରିଙ୍ଗିଆ ବ୍ଲକର ସହକାରୀ ମତ୍ସ୍ୟ ଅଧିକାରୀ ଆଶା ଲଷ୍ମୀ ନରେନ୍ଦ୍ର, ଫିରିଙ୍ଗିଆ ବ୍ଲକ ବିଜୁ ଜନତା ଦଳର ସଭାପତି ରଜନୀକାନ୍ତ ମଲ୍ଲିକ,ଫିରିଙ୍ଗିଆ ପ୍ରେସ କ୍ଲବ ସଭାପତି ଉତ୍ତମ ଖମାରୀ, ଡିଣ୍ଡିରାଗାଁ ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘ ସଭାପତି ରମଣୀ ଦିଗାଲ, ସମ୍ପାଦିକା ଝରଣା ଦିଗାଲ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକର ରୂପାନ୍ତରିତ କରଣ ବିଷୟରେ ମାର୍ଗଦର୍ଶନ କରିଥିଲେ।
 ଏପରିକି କାଳିଆ ଯୋଜନା, ସାମାଜିକ ସୁରକ୍ଷା ଭତ୍ତା, ରେସନ କାର୍ଡ଼,ମମତା ଯୋଜନା ଓ ପ୍ରତ୍ୟେକ ଗାଁକୁ ପକ୍କା ରାସ୍ତା ସହ

ମିଶନ ଶକ୍ତି ମହିଳାଙ୍କ ପାଇଁ ବହୁ ବିକାଶ ମୂଳକ କାର୍ଯ୍ୟ ପ୍ରସ୍ତୁତ କରାଯାଇଥିବା  ଅତିଥି ମାନେ ନିଜ ଭାଷଣରେ ପ୍ରକାଶ କରିଛନ୍ତି। ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଆକର୍ଷଣୀୟ ଷ୍ଟଲ୍ ମାନ ଖୋଲାଯାଇ ରାଜ୍ୟସରକାରଙ୍କ ଲୋକାଭିମୁଖୀ ଯୋଜନା ଗୁଡିକର ସଚେତନତା କରାଯାଇଥିଲା। ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସମାଜିକ ଚାଲି ଚଳନ ଓ ସୁରକ୍ଷାକୁ ନେଇ ସଚେତନ ମୂଳକ ନାଟକ ଓ ନୃତ୍ୟ ପରିବେଷଣ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମକୁ ସାମ୍ବାଦିକ ସୁବ୍ରତ ମହାନ୍ତି ପରିଚାଳନା କରିଥିବାବେଳେ ଗ୍ରାମ ପଂଚାୟତ ନିର୍ବାହୀ ଅଧିକାରୀ ଜୁଲିଲତା ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଗ୍ରାମ ରୋଜଗାର ସେବକ ପୁରଞ୍ଜନ କହଁର,ବିଏଫଟି ଅଶୋକ କୁମାର ଦେହୁରୀଙ୍କ ସହ ସମସ୍ତ ଗାଁସାଥି, ୱାର୍ଡ଼ ସଭ୍ୟ/ସଭ୍ୟା ଏମବିକେ,ସିଆରପିଙ୍କ ସମେତ ଗ୍ରାମ ପଞ୍ଚାୟତବାସୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

(କନ୍ଧମାଳ ଜିଲ୍ଲାରୁ ସୁଲୋଚନା ଦିଗାଲ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026

You Might Also Like