-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||     

HOME   ଜିଲ୍ଲା

ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ପାଇଁ ଭୂମି ପୂଜନ

01-Feb-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ  ): ବୀରମହାରାଜପୁର ବ୍ଲକ ପିତାମହୁଲ ପଞ୍ଚାୟତ ଅନ୍ତର୍ଗତ ଚୌହାନପୁର ସ୍ଥିତ ମାତା ମଠ ପରିସରରେ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ପାଇଁ ଗୁରୁବାର ଭୂମି ପୂଜନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ଥାନୀୟ ସରପଞ୍ଚ ଆକସ୍ମିକ ବଢିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂଜାର୍ଚ୍ଚନା କରି ଉକ୍ତ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ କରିଥିଲେ। ଏହି ପ୍ରକଳ୍ପ ନିର୍ମାଣ ହେଲେ ପିତାମହୁଲ ବ୍ୟତୀତଟେଭାପଦର,ବୁରମାଲ,ଦୁରଦୁରା,ଚୌହାନପୁର,କାଶଲପୁର ,ଭାଟପଦର,କୁଞ୍ଜାମହୁଲ, ଡୁଲେଶ୍ଵର, ଠାକୁରପୁର ଓ ଗରିଆମୁଣ୍ଡା ଗ୍ରାମର ଜନସାଧାରଣ ଉପକୃତ ହେବାର ଲକ୍ଷ୍ୟ ରଖାଯାଇଛି। ଆଗରୁ ବିଶୁଦ୍ଧ ପିଇବା ପାଣି ପାଇଁ ଅନେକ ଥର ଅଭିଯୋଗ ହୋଇଆସୁଥିଲା।‌ ଏଣୁ ରାଜ୍ୟ ସରକାର ଙ୍କ  ପକ୍ଷରୁ ବହୁ ଅର୍ଥ ବିନିମୟରେ ଉକ୍ତ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ହେଉଥିବା ଜଣାଯାଇଛି। ଯଥାଶୀଘ୍ର ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ କରି ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ଠିକାଦାର ଶ୍ରୀନ୍ନିବାସ ମିଶ୍ର ପ୍ରକାଶ କରିଛନ୍ତି। ଏଥିରେ ସମାଜସେବୀ ପ୍ରଦିପ ବଢ଼ିଆ, ଶ୍ରୀକାନ୍ତ କର୍ମୀ ଓ ୱ।ର୍ଡ ସଭ୍ୟଙ୍କ ସହ ଜନସାଧାରଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026

You Might Also Like