-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

କଣ୍ଟାମାଲ ଡାକ୍ତରଖାନା ପରିଦର୍ଶନ କଲେ ନୂତନ ଜିଲାପାଳ ଜେ. ସୋନାଲ

01-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ) ଯୋଗଦେଇଥିବା ନୂତନ ଜିଲ୍ଲାପାଳ ଜେ. ସୋନାଲ ଗୁରୁବାର ଅପରାହ୍ନ 4ଘଣ୍ଟା 30ମିନିଟ ସମୟରେ କଣ୍ଟାମାଳ ଗସ୍ତରେ ଆସି କଣ୍ଟାମାଲ ଡାକ୍ତରଖାନା ପରିଦର୍ଶନ କରିଛନ୍ତି l 5-ଟି ଓ ଆମ ଓଡିଶା ନବୀନ ଓଡିଶା ଯୋଜନାରେ କଣ୍ଟାମାଳ ଡାକ୍ତରଖାନା ର ରୂପରେଖ ବଦଳିଥିବା ରୂପାନ୍ତରିକରଣ କାର୍ଯ୍ୟର ତଦାରଖ କରିଛନ୍ତି ନୂତନ ନିଁଲ୍ଲାପାଳ ଶ୍ରୀ ସୋନାଲ   lଏହା ସହ କଣ୍ଟାମାଲ ଡାକ୍ତରଖାନାର ପରିମଳ ଓ  ସ୍ୱଚ୍ଛତା ନେଇ ଅସନ୍ତୋଷ ପ୍ରକାଶ କରିବା ସହ କର୍ମଚାରୀ ଓ ଅଧିକାରୀଙ୍କୁ ତାଗିଦ କରିଥିଲେ l ନୂତନ ଜିଲାପାଳ ଭାବେ ଜେ. ସୋନାଲ ଗତକାଲି ଦାୟିତ୍ୱ ଗ୍ରହଣ କରିଛନ୍ତି l ଦାୟିତ୍ୱ ଗ୍ରହଣ କରିବା ପରେ ଜିଲା ର ସ୍ୱାସ୍ଥ୍ୟ ସେବା କୁ ଗୁରୁତ୍ୱ ଦେଇଛନ୍ତି l କଣ୍ଟାମାଲ ଡାକ୍ତରଖାନା ପରିଦର୍ଶନ ସମୟରେ ରୋଗୀ, ରୋଗୀଙ୍କ ସମ୍ପର୍କୀୟ , ଡାକ୍ତର ଓ କର୍ମଚାରୀ ମାନଙ୍କ ସହ କଥା ହୋଇ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ l ଡାକ୍ତରଖାନା ପରିସରରେ କାର୍ଯ୍ୟକ୍ଷମ ହେବାକୁ ଥିବା ଆହାର କେନ୍ଦ୍ର ପରିଦର୍ଶନ ସହ ଚାଲୁ କରାଯିବା ନେଇ ପରାମର୍ଶ ଦେଇଥିଲେ l ତାଙ୍କ ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଜୟକୃଷ୍ଣ ମିଶ୍ର,ମନମୁଣ୍ଡା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ମେଡିକାଲ ଅଫିସର ଡାକ୍ତର ମହେନ୍ଦ୍ର କୁମାର ସୋଏ,କଣ୍ଟାମାଲ ଡାକ୍ତରଖାନା ମେଡିକାଲ ଅଫିସର ଡାକ୍ତର ଜଗଦୀଶ ସେଠି , ବୌଦ୍ଧ ପୂର୍ତ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଇଂ. ପ୍ରଭାତ କୁମାର ଦାଶ,କଣ୍ଟାମାଳ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଦୁଷ୍ମନ୍ତ କୁମାର ସାମଲ, କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର କୁମାର ଅlଚାରୀ ଅଧିକାରୀ , ଜିଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ ମହାପାତ୍ରଙ୍କ ସମତେ ଅନ୍ୟ ଅଧିକାରୀ ଓ ମେଡିକାଲ କର୍ମଚାରୀମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like