-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

୫୨ କେଜି ଗଞ୍ଜେଇ ଓ ୧୪୦ଲିଟର ଦେଶୀ ମଦ ଜବତ

02-Feb-2024



ତୁଷୁରା (ପଞ୍ଚାନନ ନାଏକ) ତୁଷୁରା ଅବକାରୀ ବିଭାଗ ପକ୍ଷରୁ  ବିଭିନ୍ନ ସ୍ଥାନରେ ଚଢାଉ କରି ୫୨ କେଜି ଗଞ୍ଜେଇ ଓ ୧୪୦ଲିଟର ଦେଶୀ ମଦ ସହ ଗୋଟିଏ ମାରୁତି ସୁଜକି ଓ ଗୋଟିଏ ନମ୍ବର ବିହିନ ବାଇକ ଜବତ କରିବା ସହ ପାଞ୍ଚ ଜଣ ଜଣ ଗିରଫ  କରି କୋର୍ଟଚାଲାଣ କରାଯାଇଥିବା ତୁଷୁରା ଅବକାରୀ ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ସୂଚନା ପ୍ରଦାନ କରିଛନ୍ତି। ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ବେଳେ ଏକ ମାରୁତି ସୁଜକି କାର ନମ୍ବର ଓଡି ୨୭ ସି ୫୮୩୯ କୁ ସନ୍ଦେହ କରି ଅଟକାଇ ଥିଲେ  । ଯାଞ୍ଚ ପରେ ୫୨କେଜି ଗଞ୍ଜେଇ ବାହାରିଥିଲା। ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଘଣ୍ଟାପଡା ଥାନା ଅଧିନସ୍ଥ ଅଡେର ଗ୍ରାମର ଯଶୋବନ୍ତ ସାହୁ (୩୧ ବର୍ଷ)କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରାଯାଇଛି।  ବରହାକୁନା ଛକଠାରେ ଏକ ବାଇକରେ ତରଭା ଥାନା ଅନ୍ତର୍ଗତ ବାଲିପଟା ଗ୍ରାମର ରାକେଶ ରଣା(୨୨ ବର୍ଷ) ଓ ରମେଶ ରଣା (୨୪ ବର୍ଷ)   ଆସୁଥିବା ବେଳେ ସନ୍ଦେହ କରି ତାକୁ ଅବକାରୀ ବିଭାଗର ଅଧିକାରୀ ମାନେ ଅଟକାଇ ଥିଲେ।  ଯାଞ୍ଚ ପରେ ୭୦ଲିଟର ଦେଶୀ ମଦ ବାହାରିଥିଲା। ଦେଓଗାଁ ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମର ଦେବରାଜ ବାଗ (୪୫ ବର୍ଷ)ଙ୍କ ଘର ପଛପଟରୁ  ୨୮ ଲିଟର ଓ ଜଳନ୍ଧର ବେହେରା (୪୮ ବର୍ଷ)ଙ୍କ ଠାରୁ ୪୨ ଲିଟର ଦେଶୀ ମଦ ଜବତ କରିଛନ୍ତି। ଏହି ପେଟୋଲିଙ୍ଗରେ ବିଭାଗର ଡୁଲେଶ୍ବର କୁମ୍ଭାର, ଏଏସଆଇ ମଧୁସୂଦନ ସେଠ, ବିଭୂତି ଭୋଇ,  ଭୋଜରାଜ ବଢାଇ ଆଦି ସାମିଲ ଥିଲେ ।


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like