-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ହାଇସ୍କୁଲକୁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର,

02-Feb-2024



କଣ୍ଟାମାଳ,( ଜୟ କୁମାର ମହାରଣା )
ଶିକ୍ଷା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ସମଲେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ ମିଳିଛି ୩ଟି ରାଜ୍ୟ ସ୍ତରୀୟ  ଓ ୨ଟି ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରl ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମରେ ଗତ ୩୧/୧ବୁଧବାର ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବର୍ଣ୍ଣାଢ଼୍ୟ ଅଭିନନ୍ଦନ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାନ୍ୟବର ନବୀନ ପଟ୍ଟନାୟକଙ୍କ କରକମଳରୁ  ସମସ୍ତ ପୁରସ୍କାର ପ୍ରଦାନକରାଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ପିତବାସ ପଣ୍ଡାଙ୍କୁ ରାଜ୍ୟ ସ୍ତରୀୟ ଉତ୍ତମ ପ୍ରଧାନ ଶିକ୍ଷକ ପୁରସ୍କାର, ହାଇସ୍କୁଲକୁ ରାଜ୍ୟ ସ୍ତରୀୟ ଉତ୍ତମ ମାଧ୍ୟମିକ ସ୍କୁଲ ପୁରସ୍କାର, ବିଦ୍ୟାଳୟ ପରିଚାଳନା କମିଟିକୁ ରାଜ୍ୟ ସ୍ତରୀୟ ଉତ୍ତମ ବିଦ୍ୟାଳୟ ପରିଚାଳନା କମିଟି ପୁରସ୍କାର, ବିଜ୍ଞାନ ଶିକ୍ଷକ ଆକାଶ ମେହେରଙ୍କୁ ଜିଲ୍ଲା ସ୍ତରୀୟ ଶିକ୍ଷକ ପୁରସ୍କାର ଓ ଦଶମ ଶ୍ରେଣୀରେ ଏ-୧ ଗ୍ରେଡ଼ରେ ଉର୍ତ୍ତୀର୍ଣ୍ଣ ହୋଇଥିବା ଛାତ୍ର ସାଗର ମଲିକଙ୍କୁ ଉତ୍ତମ ଛାତ୍ର ପୁରସ୍କାର ମିଳିଛି l ଉକ୍ତ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ପଞ୍ଚାୟତରାଜ, ପାନୀୟଜଳ ଓ ସୂଚନା ଲୋକସଂପର୍କ ମନ୍ତ୍ରୀ  ପ୍ରଦୀପ କୁମାର ଅମାତ, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା,୫-ଟି  ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ ଓ ସଚିବ ଅଶ୍ବତୀ ଏସ୍ ଯୋଗଦେଇ ଏହା ପ୍ରଦାନ କରିଥିଲେ l ପୁରସ୍କାର ଗ୍ରହଣ ସମୟରେ ପ୍ରଧାନ ଶିକ୍ଷକ ଶ୍ରୀ ପଣ୍ଡା, ଶିକ୍ଷକ ଆକାଶ ମେହେର, ପରିଚାଳନା କମିଟି ସଦସ୍ୟ ଶ୍ରୀପତି ମଲିକ , ସହକାରୀ ଶିକ୍ଷକ ସନ୍ତୋଷ କୁମାର ସାହୁ ଓ ଛାତ୍ର ସାଗର ମଳିକ ଉପସ୍ଥିତ ଥିଲେ l ଖବର ପ୍ରଚାରିତ ହେବାପରେ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି lସ୍ଥାନୀୟ ବିଧାୟକ ମହିଧର ରଣା, ଜିଲ୍ଲା ଶିକ୍ଷାଧିକାରୀ ଗେନ୍ଦ୍ରା କୁଜୁର , କଣ୍ଟାମାଳ ବିଡିଓ ସାମି ଜୟଶ୍ରୀ ରେଡି, ମୋ ସ୍କୁଲ ଅଭିଯାନ ଅଧ୍ୟକ୍ଷ ସୁଶାନ୍ତ ମାଝୀ ପ୍ରଧାନଶିକ୍ଷକ ଶ୍ରୀ ପଣ୍ଡାଙ୍କୁ ଫୋନ ଯୋଗେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like