-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

02-Feb-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ) : ଓଡ଼ିଶା ସରକାରଙ୍କ ଓସେପା ଆନୁକୁଲ୍ୟରେ ରାଜ୍ୟର ସମସ୍ତ ଉତ୍କର୍ଷତା ଲାଭ କରିଥିବା ୫ଟି ରୂପାନ୍ତରିତ ବିଦ୍ୟାଳୟ, ସମସ୍ତ ବିଭାଗ ଶିକ୍ଷକ , ଆଲୁମିନି ଙ୍କୁ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ପୁରସ୍କୃତ କରିଛନ୍ତି। ଏହିକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ବୀରହାରାଜପୁର ସୁବଳୟା ଉଚ୍ଚ ବିଦ୍ୟାଳୟ ର କାର୍ଯ୍ୟରତ ସଂସ୍କୃତ ଶିକ୍ଷକ ଚନ୍ଦ୍ରମଣି ବାଘ ଙ୍କୁ ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ସମ୍ମାନିତ କରାଯାଇଛି ତେଣୁ ସ୍କୁଲ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ସ୍ୱର୍ଣଲତା ବେହେରା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଭବ୍ୟ ସଭାରେ ସ୍କୁଲ ର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷିକା ବୃନ୍ଦ ପୁରସ୍କାର ପ୍ରାପ୍ତ ଶିକ୍ଷକ ଶ୍ରୀ ବାଘ ଙ୍କ ଗୁଣଗାନ କରିବା ସହିତ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା ଦେଇଥିଲେ। ଏହି ବାର୍ତ୍ତା ପାଇବା ପରେ ସମଗ୍ର ଜିଲ୍ଳାରେ ଖୁସିର ଲହରୀ ଖେଳିବା ସହିତ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି l ଉକ୍ତ ସଭାରେ ବରିଷ୍ଠ ଶିକ୍ଷକ ସଦାନନ୍ଦ ରଥ ସ୍ବାଗତ ଅଭିଭାଷଣ ଦେଇଥିବା ବେଳେ ଇଂରଜୀ ଶିକ୍ଷକ ସମ୍ପା ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like