-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର- ପି.ପି. ଏକାଡେମୀର ପ୍ରତିଷ୍ଠାତା ସ୍ୱର୍ଗତ ଚକ୍ରଧର ପଣ୍ଡାଙ୍କ ୧୦୫ତମ ଜୟନ୍ତୀ ପାଳିତ

19-Dec-2020



ବଲାଙ୍ଗିର- ସ୍ଥାନୀୟ ପି.ପି.ଏକାଡେମୀ ପରିସରରେ ପି.ପି. ଏକାଡେମୀର ପ୍ରତିଷ୍ଠାତା ଚକ୍ରଧର ପଣ୍ଡାଙ୍କ ୧୦୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟ ରେ ଥିବା ତାଙ୍କ ସମାଧୀ ପୀଠ ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଶିକ୍ଷକ ଶିକ୍ଷୟିତ୍ରୀ ତାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି  ସ୍ୱର୍ଗତ ପଣ୍ଡାଙ୍କ ସ୍ମୃତିଚାରଣ କରିଥିଲେ । ବଲାଙ୍ଗିର ଜିଲ୍ଲାରେ ଶିକ୍ଷାର ଅଗ୍ରଗତି ପାଇଁ ଅଧିକ ସୁଯୋଗର ସାମର୍ଥ୍ୟ ପ୍ରଦାନର ଅନନ୍ୟ ଉଦ୍‌ଗାତା ଥିଲେ ସ୍ୱର୍ଗତ ଚକ୍ରଧର ପଣ୍ଡା ବୋଲି ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ ନିଜ ବକ୍ତବ୍ୟରେ କହିଥିଲେ । ସମାଜ ସେବା, ସଙ୍ଗଠକ ଓ ସମାଜର ସଂସ୍କାର ମୂଳକ ଚିନ୍ତାଧାରା ସମ୍ପନ୍ନ ବହୁବିଧ ପ୍ରତିଭାର ଅଧିକାରୀ ଥିଲେ  ବୋଲି  ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରକାଶ କରିଥିଲେ ।  ଏହିି ସଭାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ରତ୍ନମାଳା ବେହେରା, ଅଂଶୁପା ଭୋଇ, ସୁରେନ୍ଦ୍ରୀ ସ୍ୱାଇଁ, ଝୁନୁଲତା ସାବତ, ରଞ୍ଜିତା ତ୍ରିପାଠୀ, କେତକି ପଧାନ, ଶିକ୍ଷକ ସୁନିଲ କୁମାର ବେହେରା, ସତ୍ୟଜିତ ବୁଡେକ, କିରାଣୀ ଅକୃର ସାହୁ ତଥା ଅବସରପ୍ରାପ୍ତ ଶିକ୍ଷା କର୍ମଚାରୀ ପ୍ରହଲ୍ଲାଦ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ 


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like