-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ସାଧାରଣ ନିର୍ବାଚନକୁ ବ୍ୟବସ୍ଥିତ ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ ପ୍ରସ୍ତୁତି ବୈଠକ l

02-Feb-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ  ଅନ୍ୟା ଦାଶ ଙ୍କ ଅଧ୍ୟକ୍ଷତାରେ ଆଜି ଆସନ୍ତା  ସାଧାରଣ  ନିର୍ବାଚନର ବ୍ୟବସ୍ଥିତ  ତଥା ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ର ସୁପରିଚାଳନା ପାଇଁ  ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି  l ଜିଲ୍ଲାପାଳଙ୍କ  ସମ୍ମିଳନୀ କକ୍ଷରେ ଆୟୋଜିତ ଏହି  ବୈଠକରେ  ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ  ଅଶ୍ଵିନି ମେହେର, ଉପଜିଲ୍ଲାପାଳ ସୋନପୁର ସୂରଜ କୁମାର ପଟ୍ଟନାୟକ , ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ  ସି,  ଉପ ଆରକ୍ଷୀ ଅଧୀକ୍ଷକ ହେମନ୍ତ  କୁମାର  ପାଢ଼ୀ, ଅବକାରୀ ଅଧୀକ୍ଷକ  ସୁମତୀ  ତ୍ରିପାଠୀ ,ସମସ୍ତ ବିଡିଓ, ତହସିଲଦାର , ଡେପୁଟି କଲେକ୍ଟର ନିର୍ବାଚନ ବିଭାଗ ଯଶସ୍ୱନି ପୋଥାଳ ଏବଂ ନିର୍ବାଚନ ସହିତ ସମ୍ପୃକ୍ତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ  ଯୋଗ ଦେଇଥିଲେ I ପ୍ରାରମ୍ଭ ରେ ଜିଲ୍ଲାପାଳ  ସମସ୍ତଙ୍କୁ  ସ୍ଵାଗତ କରି ଜିଲ୍ଲାରେ ଆଗାମୀ ସାଧାରଣ ନିର୍ବାଚନ କିଭଳି ଭାବରେ ଶାନ୍ତିପୂର୍ଣ୍ଣ ଏବଂ ବ୍ୟବସ୍ଥିତ ଢଙ୍ଗରେ  ହୋଇପାରିବ ସେଥିପାଇଁ  ସମସ୍ତଙ୍କ ସହଯୋଗ  କାମନା  କରିଥିଲେ I  ଏହାପରେ  ନିର୍ବାଚନ ସମ୍ଵନ୍ଧିୟ  ସମସ୍ତ ପ୍ରସ୍ତୁତି ର ବ୍ଲକ୍ ୱାରି ସମୀକ୍ଷା କରିଥିଲେ I ପ୍ରତିଟି ବୁଥ ରେ ଅସମ୍ପୂର୍ଣ୍ଣ  କୋଠା  ର ନିର୍ମାଣ ଶେଷ  କରିବା, ବିଦ୍ୟୁତ ସଂଯୋଗ, ଶୌଚାଳୟ ,  ରାମ୍ପ ନିର୍ମାଣ , ପିଇବା ପାଣି  ସୁବିଧା କରିବା ଉପରେ ଜିଲ୍ଲାପାଳ  ଗୁରୁତ୍ୱ ଦେଇଥିଲେ I ଜିଲ୍ଲା ରେ ଥିବା ସମସ୍ତ 586 ଟି ବୁଥ ପାଇଁ ନିର୍ବାଚନ ଅଧିକାରୀ ମନୋନୀତ  କରି ସେମାନଙ୍କୁ ଆବଶ୍ୟକ ତାଲିମ୍ ଦେବା, ସେକ୍ଟର ଅଫିସର  ମାନଙ୍କୁ ନିଯୁକ୍ତି  ତଥା ତାଲିମ ଦେବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଉପରେ ଆଲୋଚନା ହୋଇଥିଲା  l ଫେବ୍ରୁଆରି ମାସ ଶେଷ  ସୁଦ୍ଧା ଜିଲ୍ଲାର ସମସ୍ତ ଉନ୍ନୟନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସମାପ୍ତ କରିବା ପାଇଁ ଜିଲ୍ଲପାଳ ବିଡିଓ ଏବଂ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ନିର୍ବାଚନ ପର୍ୟ୍ୟନ୍ତ ପ୍ରତି ସପ୍ତାହରେ ଦୁଇଥର ପ୍ରସ୍ତୁତି  ସମୀକ୍ଷା ବୈଠକ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like