-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଗେଣ୍ଡୁ ଫୁଲ ଚାଷ କରି ବେଶ୍ ଉତ୍ସାହ ରେ କଟୁଛି ଜୀବନ

02-Feb-2024



ଆଗଲପୁର, (ପ୍ରେରଣା ଖବର) ଫୁଲ ଚାଷ କରି ବେଶ୍ ହସ ଖୁସିରେ ଚଳୁଛି ପରିବାର l ଫୁଲ ଚାଷ କରି ବେଶ୍ କିଛି ରୋଜଗାର କରି ଚଳୁଛି ସୁଶିଲ ଙ୍କ ପରିବାର l ହଁ ଦର୍ଶକ ବନ୍ଧୁ ଆମେ ଏମିତି ଏକ ଚାଷୀଙ୍କ ବିଷୟରେ କହିବାକୁ ଯାଉଛୁ, ଯିଏ ବାହାର ରାଜ୍ୟକୁ ପ୍ରାଇଭେଟ ଚାକିରୀ କରିବାକୁ ଯାଇ ପରିବାର ପରିପୋଷଣ କରୁଥିଲେ। ସେ ଆଜି ନିଜେ ଏକ ବିଭିନ୍ନ ପ୍ରକାରର ଫୁଲ ଚାଷ କରି ବେଶ୍ କିଛି ରୋଜଗାର କରି ହସ ଖୁସିରେ ପରିବାର ପରିପୋଷଣ କରୁଛନ୍ତି l ନାମ ତାଙ୍କର ହେଉଛି ସୁଶିଲ ବିଶ୍ଵାଳ ସ୍ତ୍ରୀ ଙ୍କ ନାମ ହେଉଛି ଯୋଗେଶ୍ୱରି ବିଶ୍ଵାଳ।ତାଙ୍କ ବାପା ମଧ୍ୟ ଏହି କାମରେ ପୂର୍ଣ୍ଣ ସହଯୋଗ କରନ୍ତି ବୋଲି ସେ ପ୍ରକାଶ କରିଛନ୍ତି। ତାଙ୍କ ଙ୍କ ଗ୍ରାମର ନାମ ହେଉଛି ହରଭଙ୍ଗା।ବର୍ତ୍ତମାନ ସେ ଗେଣ୍ଡୁ ଫୁଲ ଚାଷ କରି ଭଲ ଦି ପଇସା ରୋଜଗାର କରୁଥିବା ଦେଖିବାକୁ ମିଳିଛି। ଆମ୍ଭେ ତାଙ୍କର ସ୍ତ୍ରୀ ଓ ବାପା ଙ୍କ ପ୍ରତିକ୍ରିୟା ନେଇଛୁ।ସେମାନେ ମଧ୍ୟ ବେଶ୍ ଉତ୍ସାହ ଅଛନ୍ତି ଫୁଲ ଚାଷ କରି। ଆଗଲପୁର ବ୍ଲକ୍ ରେ ବେଶ୍ ତାଙ୍କର ପରିଚୟ ଅଛି ଏକ ଫୁଲ ଚାଷୀ ଭାବରେ l

ଦୀର୍ଘ ଦଶ ବର୍ଷ ହେଲାଣି ସେ ଏହି ଚାଷ କରି ଆସୁଛନ୍ତି ହେଲେ ଆଜି ପର୍ଯ୍ୟନ୍ତ କୌଣସି ସରକାରୀ ପ୍ରୋତ୍ସାହନ କିମ୍ବା ଆର୍ଥିକ ସହାୟତା ପାଇ ପାରି ନାହାଁନ୍ତି।ତାଙ୍କୁ ଯଦି ଉଦ୍ୟାନ ବିଭାଗ ତରଫରୁ କିଛି ସହାୟତା ପ୍ରଦାନ କରା ଗଲେ ଆହୁରି ଭଲ ରୋଜଗାର କରି ପାରିବି ବୋଳି ଶ୍ରୀ ବିଶ୍ୱାଳ ପ୍ରକାଶ କରିଛନ୍ତି l ଅମ୍ବେ ଉଦ୍ୟାନ ବିଭାଗ କୁ ଯାଇଥିଲୁ ହେଲେ ଉଦ୍ୟାନ ଅଧିକାରୀ ଦୁର୍ଘଟଣା  ଗ୍ରସ୍ତ ହୋଇ ଛୁଟି ରେ ଥିବା ଜାଣିବାକୁ ପାଇ ଫେରି ଆସିଲୁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like