-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଜେଆରସି ସ୍ଵେଚ୍ଛାସେବୀଙ୍କ ନନ୍ଦନକାନନ ଷ୍ଟଡି ଟୁର କାର୍ଯ୍ୟକ୍ରମ

01-Feb-2024



ଭୁବନେଶ୍ଵର: ଜୁନିୟର ରେଡ଼କ୍ରସ୍(ଜେ ଆର୍ ସି) ସ୍ବେଚ୍ଛାସେବୀ ମାନଙ୍କୁ ବାସ୍ତବ ଜ୍ଞାନ ଆହରଣ ପାଇଁ ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ବିଭୂତି ଭୂଷଣ ପଟ୍ଟନାୟକଙ୍କ ତତ୍ତ୍ୱବାଧାନରେ  ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ତଥା ପ୍ରଶିକ୍ଷଣ ଶିବିରରେ ଯୋଗଦେଇଥିବା ସ୍ବେଛାସେବୀ ମାନଙ୍କୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ନେଇ  ଷ୍ଟଡି ଟୁର  ବା କ୍ଷେତ୍ର ଭ୍ରମଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କ୍ଷେତ୍ର ଭ୍ରମଣ ଯୋଗୁଁ  ଶିକ୍ଷଣ ଆନନ୍ଦ ଦାୟକ, ହୃଦୟ ସ୍ପର୍ଶି ତଥା ଅର୍ଜିତ ଜ୍ଞାନ ଦୀର୍ଘ ସ୍ଥାୟୀ ହୋଇଥାଏ। ଏହା ଦ୍ୱାରା ଶିକ୍ଷାର୍ଥୀ ବାହ୍ୟଜଗତ ବିଷୟରେ ଜାଣିବା ସହିତ ପରିବେଶ, ପଶୁପକ୍ଷୀ ଓ ବୃକ୍ଷ ସୁରକ୍ଷା  ଉପରେ ଧ୍ୟାନ ଦେବେ l

ଭାରତୀୟ ରେଡକ୍ରସ ସୋସାଇଟି ,ଓଡ଼ିଶା ରାଜ୍ୟ ଶାଖାର ଜୁନିୟର ରେଡକ୍ରସ ଅଫିସର୍ ଲକ୍ଷ୍ମଣ ସ୍ୱାଇଁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।ନନ୍ଦନକାନନର  ଉପଶିକ୍ଷା ଅଧିକାରୀ ରୁପ୍ସାନ ପ୍ରଧାନ ଓ  ଜୁନିୟର ରେଡ଼କ୍ରସ କାଉଁନସେଲରମାନେ ଛାତ୍ରଛାତ୍ରୀମାନଙ୍କୁ ନନ୍ଦନକାନନ ପରିସରରେ ଥିବା ବିଭିନ୍ନ ପ୍ରକାର ପଶୁ , ପକ୍ଷୀ, ସରୀସୃପ , ସ୍ଥଳଚର, ଜଳଚର, ଉଭୟଚର ତଥା ଜୈବ ବିବିଧତା ବିଷୟରେ ଜ୍ଞାନ ପ୍ରଦାନ କରିଥିଲେ।  

ଏଥିରେ ଶ୍ରୀ ଲୀଲାପୂଣ୍ୟତୀର୍ଥ ସ୍ୱାଇଁ, ରମାରାଣୀ ସେନାପତି ବିନୟ ନାଏକ, ସୁରେନ୍ଦ୍ର  ସାମଲ, ପତିତପାବନ ନାୟକ, ଭାସ୍କର ନାୟକ, ସୁକାନ୍ତ କୁମାର ମହାପାତ୍ର, କାଳିଆ ଭାଇ, ଅଭିଜିତ ମଲ୍ଲିକ, ପ୍ରମୋଦ ଗୁରୁ, ମିଥୁନ ମହାନ୍ତି,ନିରଞ୍ଜନ ବିଶ୍ୱାଳ, ହେମନ୍ତ ସାମଲ, ରାଜେନ୍ଦ୍ର ଦୋରା,ବନମାଳୀ ମେହେର ପ୍ରମୁଖ ସହଯୋଗ କରିଥିଲେl ସମସ୍ତ ରେଡ଼କ୍ରସ କାଉନସେଲର ମାନେ ମୁଖ୍ୟ ଭୂମିକା ଗ୍ରହଣ କରି ପିଲାମାନଙ୍କୁ ବିଭିନ୍ନ ଦିଗରେ ବୁଝାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like