-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଚଳଚିତ୍ର ଅଭିନେତା ସାଧୁ ମେହେରଙ୍କ ପରଲୋକ, ସୋନପୁର ବୌଦ୍ଧ ଅଞ୍ଚଳ ରେ ଶୋକ

02-Feb-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ବିଶିଷ୍ଟ ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କର ଗତକାଲି ଦେହାନ୍ତ ହୋଇଛି । ଏହି ଖବର ଶୁଣିବା ପରେ ବୌଦ୍ଧ ଜିଲ୍ଲା ଗୁଡଭେଲିପଦର ଜନ୍ମ ମାଟି ତଥା ସୋନପୁର ବୌଦ୍ଧ ଜିଲ୍ଲାରେ ଶୋକର ଛୟା ଖେଳି ଯାଇଛି । ତାଙ୍କ ମୃତ୍ୟୁ ଖବରରେ ସୋନପୁର ନାଟ ଅନୁଷ୍ଠାନ, ପଏଁରି ଓ ସାହିତ୍ୟ ସଂସଦ ପ୍ରମୁଖ ଅନୁଷ୍ଠାନ କର୍ମକର୍ତ୍ତା, ତଥା ଉଭୟ ଜିଲ୍ଲାର କଳାକାର ନାଟ୍ୟକାର ବୁଦ୍ଧିଜୀବୀ ମର୍ମାହତ ହୋଇ ପଡିଛନ୍ତି l ଅଭିନେତା ସାଧୁ ମେହେର ହିନ୍ଦି ସିନେମା 'ଅଙ୍କୁର' ରେ ତାଙ୍କର ବଳିଷ୍ଠ ନିଖୁଣ ଅଭିନୟ ପାଇଁ ନେସନାଲ ଆୱାର୍ଡ ପାଇଥିଲେ l  ଉଭୟ ହିନ୍ଦୀ ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା । କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି। ୧୯୪୦ ମସିହା ଜାନୁଆରୀ ୧ତାରିଖରେ ବୌଦ୍ଧ ଜିଲ୍ଲାର ଗୁଡଭେଲିପଦର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଜଣେ ବୁଣାକାର ଥିଲେ । ସୋନପୁର ସହରରେ ସେ ନିଜର ବିଦ୍ୟାଳୟ ଶିକ୍ଷା ଆରମ୍ଭ କରିଥିଲେ । ପିଲାଦିନରୁ ସେ ଅଭିନୟ ପ୍ରତି ଆକର୍ଷିତ ଥିଲେ । ଅଭିନୟରେ ସେ ଏପରି ମଗ୍ନ ଥିଲେ ଯେ, ମଞ୍ଚରେ ଅଭିନୟ କରୁଥିବା ସମୟରେ ତାଙ୍କୁ ପିତାଙ୍କ ମୃତ୍ୟୁଖବର ମିଳିଥିଲା, କିନ୍ତୁ ସେ ମଞ୍ଚଛାଡ଼ି ନଯାଇ ଅଭିନୟ ସମାପ୍ତ କରିଥିଲେ ।  ଯାହାକି ଯୁବ କଳାକାରଙ୍କୁ ପ୍ରେରଣା ଦେବ ନିଶ୍ଚିତ l ସ୍ନାତକ ଶିକ୍ଷାପରେ ସେ  ଅଭିନୟରେ ଡିପ୍ଲୋମା କରିବା ପାଇଁ କଲିକତାର ରବୀନ୍ଦ୍ର ଭାରତୀ ଯାଇଥିଲେ l

ସେଠାରେ, ମଞ୍ଚ ଓ ସିନେମା ପ୍ରଭାବରେ ତାଙ୍କ ଜୀବନର ଗତିପଥ ପରିବର୍ତ୍ତନ ହୋଇଥିଲା । ସେ ପୁନାର ଫିଲ୍ମ ଏଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଯାଇ ଅଭିନୟରେ ଡିପ୍ଲୋମା ହାସଲ କରିଥିଲେ । ତାପରେ ସେ ଥିଏଟରରେ ଯୋଗଦେଲେ ଓ ସତ୍ୟଦେବ ଦୁବେଙ୍କ ନିର୍ଦ୍ଦେଶନାରେ ଅନେକ ନାଟକରେ ଅଭିନୟ କରିଥିଲେ । ସମୁଦାୟ ୫୦ ଗୋଟି ଚଳଚିତ୍ର ରେ ସେ ଅଭିନୟ କରିଥିବା ବେଳେ 'ଭୂକା' ଫିଲ୍ମରେ ସେ ସର୍ବ ଭାରତୀୟ ସ୍ତର ରେ ସେ ଜିଜନ ଆୱାର୍ଡ ପାଇଥିଲେ l ୨୦୧୭ ରେ ପଦ୍ମଶ୍ରୀ ସମ୍ମାନ ଏଵଂ ରାଷ୍ଟ୍ରୀୟ ନାଟ ସମ୍ମାନ ରେ ସମ୍ମାନିତ ହୋଇ ଦୀର୍ଘ ବର୍ଷ ଧରି ସେ ନାଟ ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାୟିତ୍ବରେ ରହି କଳାକାରଙ୍କ ପ୍ରେରଣlଦାତା ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like