-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବିନପୂର ଠାରେ ୫-ଟି ଅଧ୍ୟକ୍ଷଙ୍କ କର୍ମୀ ସମ୍ମିଳନୀ

03-Feb-2024



ବୋଡ଼େନ  (ଡୋଲେସ୍ବର ଵାଗ): ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବିନପୁର ଖେଳ ପଡ଼ିଆରେ ୫- ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ ବି ଜେ ଡି କର୍ମୀଙ୍କୁ ନେଇ ଏକ ମହା ସଭା କରିଥିଲେ କହିଲେ ।କାର୍ଯ୍ୟକ୍ରମରେ ୨୦ ହଜାରରୁ ଉର୍ଦ୍ଧ୍ବ ଜନତା ଯୋଗଦାନ କରିଥିଲେ । ଜିଲ୍ଲା ବି ଜେଡି ସାଧାରଣ ସମ୍ପାଦକ ତଥା ଖରୀଆର ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ ସାଂଗଠନିକ ବଳ ଯୋଗୁଁ ଆଜି ବିରାଟ ସଭା ଆୟୋଜିତ ହୋଇ ପାରିଛି ।ନୂଆପଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ଓଡ଼ିଶା ସରକାରଙ୍କ ପୂର୍ବତନ  ମନ୍ତ୍ରୀ ତଥା ବର୍ତ୍ତମାନର ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ,ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂ ଦେଓ କଳାହାଣ୍ଡି ଜିଲ୍ଲା ସଭାପତି,ନୂଆପଡ଼ା ଜିଲ୍ଲା ସଭାପତି ମନୋଜ କୁମାର ମିଶ୍ର,ଜିଲ୍ଲାପରିଷଦ ଅଧ୍ୟକ୍ଷା ଡଲି ମାଝୀ ,ଜିଲ୍ଲା ପରିଷଦ ସ୍ମୃତି ସିଂ ମାଝୀ, ଜିଲ୍ଲାପରିଷଦ ପୁଷ୍ପାଞ୍ଜଳି ଗୁଆଳ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟା ମନ୍ଦାକିନୀ ବଘେଲ ,ଅବସର ପ୍ରାପ୍ତ ଜିଲ୍ଲା ଖାଉଟି ଯୋଗାଣ ଅଧିକାରୀ ବିକ୍ରମ ମାଝୀ,ବ୍ଲକ ସଭାପତି ଲୋକନାଥ ଛତ୍ରିଆ ସମେତ ଦଳର ବିଭିନ୍ନ ଦାୟିତ୍ୱରେ ଥିବା କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ ।

ଅଧ୍ୟକ୍ଷ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ କରିଥିବା ଲୋକ ହିତକାରୀ ଅନେକ ଯୋଜନା ଉପରେ ଆଲୋକପାତ କରାଇ ସର୍ବସାଧାରଣ ପାଇଥିବା ଲାଭ କେତେ ପରିମାଣରେ ଠିକ୍ ତାହା ପଚାରି ବୁଝିଥିଲେ । ରାସ୍ତା,ଶିକ୍ଷା,ସ୍ବାସ୍ଥ୍ୟ,ଗମନାଗମନ ପାଇଁ ଲକ୍ଷ୍ମୀ ବସ,ସ୍କୁଲ ପିଲାଙ୍କ ପାଇଁ ମୁକ୍ତ ଶିକ୍ଷାଦାନ,ସ୍ବାସ୍ଥ୍ୟ କାର୍ଡ,ପେନସନ,ବିଭିନ୍ନ ମନ୍ଦିର ପ୍ରତି ଅନୁଦାନ, ପତାଲଗଙ୍ଗାର ଉନ୍ନତିକରଣ,ଜଳସେଚନ ପାଇଁ ତିଖାଲି ଓ ଉଠା ଜଳସେଚନ ପ୍ରକଳ୍ପ, ଶ୍ରୀଜଗନ୍ନାଥ ଲୋକାର୍ପଣ,ଭତ୍ତା ବୃଦ୍ଧି,ମହିଳା ସଶକ୍ତିକରଣ, ଶୁନ ସୁଧ ହରରେ ଋଣ ପ୍ରଦାନ,ଦରମା ବୃଦ୍ଧି ଇତ୍ୟାଦି ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରି ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ଗୁଣ ଗାନ କରିବା ସହିତ ପୁନର୍ବାର ସରକାର ଗଠନରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like