-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସ୍ଥାୟୀ ଶାନ୍ତି କମିଟି ପ୍ରତିଷ୍ଠା ଦାବି କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ; ଜିଲ୍ଲାପାଳ ଓ ମେଡିକାଲ ଅଧିକ୍ଷିକାଙ୍କ ସହ ଆଲୋଚନା

03-Feb-2024



ବଲାଙ୍ଗିର(ଚିତ୍ରସେନ ବେହେରା ):  ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ଉପରେ ବଲାଙ୍ଗିର ତଥା ପଡୋଶୀ ଜିଲ୍ଲା ଗୁଡିକ ମଧ୍ୟ ନିର୍ଭର କରି ଆସୁଛନ୍ତି। ହସ୍ପିଟାଲରେ ରୋଗୀ ତଥା ରୋଗୀ ସମ୍ପର୍କୀୟ ଓ ହସ୍ପିଟାଲ କର୍ମଚାରୀଙ୍କ ମଧ୍ୟରେ ନିୟମିତ ଗଣ୍ଡଗୋଳର ଘଟଣାମାନ ମଧ୍ୟ ସାମନାକୁ ଆସୁଛି। ଏହାର ତୁରନ୍ତ ସମାଧାନ କରି ଜନସାଧାରଣ ଓ ହସ୍ପିଟାଲ କର୍ମଚାରୀଙ୍କ ମଧ୍ୟରେ ଶାନ୍ତିଶୃଙ୍ଖଳା ଓ ସାମଞ୍ଜସ୍ୟ ରକ୍ଷା ସହ ଏକ ସୁସ୍ଥ ବାତାବରଣରେ ଯେପରି ଜନସାଧାରଣ ସ୍ୱାସ୍ଥ୍ୟ ସେବା ପାଇପାରିବେ ସେଥିପାଇଁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ସ୍ଥାୟୀ ଶାନ୍ତି କମିଟି ଗଠନ ସକାଶେ ପଦକ୍ଷେପ ଗ୍ରହଣ କରିବା ପାଇଁ ମେଡିକାଲ ଅଧିକ୍ଷିକା ପ୍ରଫେସର ଡା. ମାନସୀ ପଣ୍ଡାଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ। ଏହାସହ ଦୈନନ୍ଦିନ ଓପିଡି ଓ ଆଇପିଡିକୁ ଆସୁଥିବା ହଜାର ହଜାର ରୋଗୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ସୁବିଧାକୁ ଦୃଷ୍ଟିରେ ରଖି ମେଡିକାଲର ବିଭିନ୍ନ ସମସ୍ୟାକୁ ସୁବ୍ୟବସ୍ଥିତ କରିବା ସମ୍ବନ୍ଧରେ ଅବଗତ କରାଇ ମେଡିକାଲ ଅଧିକ୍ଷୀକାଙ୍କୁ ୧୦ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରା ଯାଇଥିଲା ।
ପରେ ଜିଲ୍ଲାରେ ନୂତନ ଯୋଗ ଦେଇଥିବା ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାରଙ୍କୁ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ସ୍ୱାଗତ ସମ୍ବର୍ଦ୍ଧନା କରିବା ସହିତ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ସ୍ଥାୟୀ ଶାନ୍ତି କମିଟି ପ୍ରତିଷ୍ଠା ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲା। ଏହାସହ ବହୁ ପ୍ରତୀକ୍ଷିତ ବଲାଙ୍ଗିର ବାଇପାସକୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରାଯିବା, ବଲାଙ୍ଗିର ଟାଉନ ହଲକୁ ତୁରନ୍ତ ରୂପାନ୍ତରଣ ଏବଂ ଲୋକନାଥ ମନ୍ଦିର ନିକଟସ୍ଥ କଲ୍ୟାଣ ମଣ୍ଡପକୁ ତୁରନ୍ତ ମରାମତି କରାଯାଇ ଜନସାଧାରଣଙ୍କ କାର୍ଯ୍ୟ ନିମନ୍ତେ ଉଦ୍ଦିଷ୍ଟ କରାଯିବା ନେଇ ମଧ୍ୟ

ଆଲୋଚନା କରାଯାଇଥିଲା। ଉଭୟ ସାକ୍ଷାତକାରରେ ବଲାଙ୍ଗିର ସ୍ବେଛାସେବୀ ସଂଗଠନର ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଚନ୍ଦ୍ର ଶତପଥୀ, ସୁମିତ ମିଶ୍ର, ରବୀନ୍ଦ୍ର ପ୍ରଧାନ, ଲିଙ୍କନ ସେଠ, ଉତ୍ତମ ନନ୍ଦ, ପ୍ରଶାନ୍ତ ମିଶ୍ର, ସୁବାଷ ବାଗ, ସୀମାଞ୍ଚଲ ସୁନା, ଅନିତା ମିଶ୍ର, ଶ୍ୱେତା ସାହୁ ଓ ଚିନ୍ମୟୀ ବୀର ପ୍ରମୁଖ ସାମିଲ ରହି ମେଡିକାଲ ଅଧିକ୍ଷୀକା ଓ ଜିଲ୍ଲାପାଳଙ୍କ ସହ ସବିଶେଷ ଆଲୋଚନା କରିବା ସହିତ ଏହାର ତୁରନ୍ତ ସମାଧାନ ଦିଗରେ ଦୃଢ ପଦକ୍ଷେପ ଗ୍ରହଣ କରିବା ପାଇଁ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like