-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଅରୁଣ ଖଟୁଆ ପାଇଲେ ମୁଖ୍ୟମନ୍ତ୍ରୀ କ୍ରୀଡା ଶିକ୍ଷକ ପୁରସ୍କାର

03-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ମିଳିତ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଅରୁଣ କୁମାର ଖଟୁଆଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ପୁରସ୍କାର ପାଇଛନ୍ତି |ସୂଚନା ଅନୁସାରେ କ୍ରୀଡା ଶିକ୍ଷକ ଅରୁଣ କୁମାର ଖଟୁଆ ୧୯୯୭ ମସିହା ରେ କଣ୍ଟାମାଳ ବ୍ଲକ ଆମ୍ବଗାଁ ହାଇସ୍କୁଲରେ ପ୍ରଥମେ କ୍ରୀଡା ଶିକ୍ଷକ ଭାବେ ଯୋଗଦାନ କରି ୨୦୦୨ମସିହା ରେ ପଲଶାଗୋରା ହାଇସ୍କୁଲରେ ଯୋଗଦେଇଥିଲେ |ପଲଶାଗୋରା ହାଇସ୍କୁଲରେ ଯୋଗଦେବା ପରେ ସେ ବିଦ୍ୟାଳୟ ରେ ବିଭିନ୍ନ ବ୍ଲକ ସ୍ତରୀୟ, ଜିଲ୍ଲାସ୍ତରୀୟ ଓ ଥରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ମଧ୍ୟ ସଫଳତାର ସହ ଆୟୋଜନ କରିବାରେ ତାଙ୍କର ଅବଦାନ ଅତୁଳନୀୟ |ଯେଉଁଠି ଯେକୌଣସି କ୍ରୀଡା ପ୍ରତିଯୋଗିତା ଆୟୋଜନ କଲେ ସହଯୋଗ ପାଇଁ ନିମନ୍ତ୍ରଣ କଲେ ବିନା ଦ୍ଵିଧାରେ ଯୋଗଦେଇ ପ୍ରତିଯୋଗିତାକୁ ଆଗେଇନେଇ ସାରିବା ପର୍ଯ୍ୟନ୍ତ ରହିଥାନ୍ତି |ଏହା ସହ ସେ ଜଣେ ପରିବେଶ ପ୍ରେମୀ ଭାବେ ବିଦ୍ୟାଳୟରେ ବ୍ୟାପକ ବୃକ୍ଷ ରୋପଣ କରିଥିବାରୁ ବିଦ୍ୟାଳୟ ଦୁଇଥର ରାଜ୍ୟସ୍ତରୀୟ ପ୍ରକୃତି ମିତ୍ର ପୁରସ୍କାର ପାଇଛି |ଜଣେ କ୍ରୀଡା ଶିକ୍ଷକ ଭାବେ ଜିଲ୍ଲା ସ୍ତରରେ ସୁପରିଚିତ ଥିବା ଶ୍ରୀ ଖଟୁଆଙ୍କୁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷକ ପୁରସ୍କାର କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାରେ ପ୍ରଥମ ପୁରସ୍କାର ଗ୍ରହଣ କରିଛନ୍ତି |ଶ୍ରୀ ଖଟୁଆ ପୁରସ୍କାର ପାଇବାପରେ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like