-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ମା’ କନ୍ଧେନ ବୁଢି କ୍ରିକେଟ: ବନ୍ଦପାଲି ସେମିରେ ପ୍ରବେଶ

03-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଞ୍ଚାୟତ ଅନ୍ତର୍ଗତ ରେଗଡୋଲ ଖେଳ ପଡିଆରେ ଆୟୋଜିତ ୨୦ତମ ମା’ କନ୍ଧେନ ବୁଢି କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ଵିତୀୟ ଦିବସର ଖେଳରେ ବନ୍ଦପାଲି ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୮ ଓଭର ଖେଳରେ ୯୮ରନ ସଂଗ୍ରହ କରିଥିଲା l ଅପରପକ୍ଷ ବରପଦର ଦଳ ୩୬ ରନରେ ପରାଜିତ ହୋଇଥିଲା l ଫଳରେ ବନ୍ଦପାଲି ଦଳ ଦ୍ଵିତୀୟ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି l ମଣ୍ଟୁ ଡାଙ୍ଗ ଓ ଜୁଗେ ବିଭାର ଖେଳ ପରିଚାଳନା କରିଥିଲେ l ଟଙ୍କ ମହାନନ୍ଦ ଓ ବିକାଶ ମହାକୁଡ଼ ସ୍କୋରର ଦାୟିତ୍ୱ ନିର୍ବାହ କରିଥିଲେ l ଅଶୋକ ସାହୁ ଓ ସୁଜିତ କହଁର ଧାରାବିବରଣୀ ପ୍ରଦାନ କରିଥିଲେ l ଆଜିର ଖେଳରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି,

ଘଣ୍ଟାପଡ଼ା ମଣ୍ଡଳ ସଭାପତି ପିନାକଧର ରଣା, ଜିଲା ଉପସଭାପତି ଚିତ୍ତରଞ୍ଜନ ପାତ୍ର, କଣ୍ଟାମାଳ ମଣ୍ଡଳ ସଭାପତି ଅନିଲ ପ୍ରଧାନ, ଅବସର ପ୍ରାପ୍ତ ସୈନିକ ଅରୁଣ ଭୋଇ, ଆଦିବାସୀ ନେତା ଡମ୍ବରୁଧର କହଁର, ସମାଜସେବୀ ବୁଧୁ ରଣା, ଅମିତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଖେଳାଳୀଙ୍କୁ ଉତ୍ସାହିତ କରିଥିଲେ l ଶ୍ରୀନିବାସ ପାତ୍ର, ଦୁର୍ମନ ବିଭାର ଏବଂ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like