-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଡ଼ପୋଡ଼ାଗୁଡ଼ା ଗ୍ରାମରେ ସୋଲାର ଜଳ ପ୍ରକଳ୍ପ ଅଚଳ ।

03-Feb-2024



କଳାହାଣ୍ଡି,କୋକସରା
(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ସୋଲାର ପାନୀୟଜଳ ଅଚଳ ହୋଇ ପଡ଼ିଛି । ଗ୍ରାମବାସୀମାନେ ପାଣି ବୁନ୍ଦାଏ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାର ପାନୀୟଜଳ ନିମନ୍ତେ ବସୁଧା ଯୋଜନା, ସୋଲାର ଜଳ ପ୍ରକଳ୍ପ ଗାଁ ଗାଁରେ ଏହି ଯୋଜନା କାର୍ଯ୍ୟକାରୀ ହେଉଅଛି କିନ୍ତୁ ଦୁଃଖର ବିଷୟ ଆଜି ପର୍ଯ୍ୟନ୍ତ ଏହି ଯୋଜନା ଗ୍ରାମ ଗୁଡିକରେ କାର୍ଯ୍ୟକାରୀ ହୋଇଥିଲେ ସୁଦ୍ଧା ଏହାର ତତ୍ତ୍ଵାବଧାନ କରାଯାଉ ନାହିଁ ଯାହାଦ୍ୱାରା ଏହିପରି ସମସ୍ୟା ଗୁଡିକ ଦେଖା ଯାଉଛି । ଉକ୍ତ ଗ୍ରାମରେ 1500 ସହ ରୁ ଉର୍ଦ୍ଧ୍ବ ଲୋକ ବସବାସ କରୁଥିବା ବେଳେ ପାଖରେ କୌଣସି ପୋଖରୀ କିମ୍ବା ନଦୀ ନାହିଁ ଏବଂ ଗ୍ରାମବାସୀମାନେ ଗାଧୋଇବା,ପିଇବା ପାଣି ପାଇଁ କେବଳ ନଳକୂପ ରେ ହିଁ ନିର୍ଭର କରିଥାନ୍ତି।ଏହିପରି ପରିସ୍ଥିତିରେ ସରକାରଙ୍କ ତରଫରୁ ସୋଲାର ପାଣି ଟ୍ୟାଙ୍କ୍ ଲଗାଯାଇଥିଲା କିନ୍ତୁ ଦୁଃଖର ବିଷୟ 2 ମାସ ସୋଲାର ଜଳ ପ୍ରକଳ୍ପ ଚାଲିବା ପରେ ଆଜି ପର୍ଯ୍ୟନ୍ତ ଏହା ଅଚଳ ଅବସ୍ଥାରେ ପଡ଼ି ରହିଛି। ଗ୍ରାମବାସୀ ମାନଙ୍କ ସୂଚନା ଅନୁଯାୟୀ ପଞ୍ଚାୟତ କର୍ତ୍ତୃପକ୍ଷ କିମ୍ବା ପ୍ରଶାସନ ଏ ଦିଗରେ କିଛି ବି ପଦକ୍ଷେପ ନିଆଯାଇନାହିଁ। ନାଗରିକ ବିକାଶ ସଂଗଠନର କର୍ମକର୍ତ୍ତାମାନେ ଏକ ସର୍ଭେ ଦ୍ଵାରା ଉକ୍ତ ସମସ୍ୟାକୁ ଆଗକୁ ଆଣିଥିଲେ ଏବଂ ଆମ୍ଭ ପ୍ରତିନିଧିଙ୍କୁ ଜଣାଇଥିଲେ । ଆମ୍ଭ ପ୍ରତିନିଧି ଖବର ପାଇବା ପରେ ଉକ୍ତ ଗ୍ରାମ କୁ ଯାଇ ଗ୍ରାମବାସୀମାନଙ୍କୁ ପଚାରି ବୁଝିଥିଲେ ଏବଂ ଏହାର ତଦନ୍ତ କରି ଜାଣିପାରି ଥିଲେ ଯେ ପ୍ରକୃତରେ ଗ୍ରାମବାସୀମାନେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ପାଣି ପାଇଁ ସେମାନଙ୍କ ଗାଁରେ ନଳକୂପ ଛଡା କୌଣସି ବିକଳ୍ପ ବ୍ୟବସ୍ଥା ନାହିଁ।ତେଣୁ ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ତୁରନ୍ତ ଏହାର ପଦକ୍ଷେପ ନେବା ନିମନ୍ତେ ଗ୍ରାମବାସୀମାନେ ସରକାରଙ୍କୁ ନିବେଦନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like