-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଡ଼ିମିରିଗୁଡା ପଞ୍ଚାୟତରେ ଅନୁଷ୍ଠିତ ହେଲା ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

03-Feb-2024



କନ୍ଧମାଳ : ସାରା ରାଜ୍ୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ଓ ଯୋଜନା ଗ୍ରାମାଞ୍ଚଳ ଠାରୁ ଶହରାଞ୍ଚଳ ଯାଏ ସମସ୍ତଙ୍କ ପାଖରେ ପହଁଚି ପାରିବ ତାହାକୁ ନେଇ ରାଜ୍ୟର ବିଭିନ୍ନ ପଞ୍ଚାୟତ ମାନଙ୍କରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଗୁଡିକ ଚାଲୁ ରହିଥିବା ବେଳେ ଅନୁରୂପ ଭାବରେ କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ଡ଼ିମିରିଗୁଡା ଠାରେ ଥିବା ଖେଳପଡ଼ିଆ ଠାରେ ମଧ୍ୟ୍ୟ ପଞ୍ଚାୟତ ସ୍ତରୀୟ 

ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ତେବେ ଡ଼ିମିରିଗୁଡା ପଞ୍ଚାୟତ  ର ସରପଞ୍ଚ ମନୋଜ କହଁର ଙ୍କ ଅଧକ୍ଷତା ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଝୁଲିଲତା ସାହୁ ଙ୍କ ପ୍ରତକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ଫିରିଙ୍ଗିଆ ଗୋଷ୍ଠିଉନ୍ନୟନ ଅଧିକାରୀ ଅନୁପ ଅଭଷେକ ବେହେରା ମୁଖ୍ୟଅତିଥି ଭାବରେ ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ସଭ୍ୟ ନୀଳଗିରି ଡିଗାଳ, ପଞ୍ଚାୟତ ପୂର୍ବତନ ସରପଞ୍ଚ ତଥା କୁଇସମାଜ ସଭାପତି ମୁଖୁନ୍ଦ କହଁର, କୃଷି ଅଧିକାରୀ ରଂଜିତା ସାହୁ, ଗୋଷ୍ଠି ସ୍ୱାସ୍ଥ୍ୟ ଆସିକାରିଣୀ ଡ଼ିମିରିଗୁଡା, ଜୀବିକା ମିଶନ ବ୍ଲକ ସଂଯୋଜକ ସଂଗ୍ରାମ କେଶରୀ ସାହୁ, ନୁଆଁପଦର ପଶୁ ଚିକତ୍ସକ,ଡ଼ିମିରିଗୁଡା କୁଇସମାଜ ସଭାପତି ଆନନ୍ଦେସ୍ୱର କହଁର, ପଞ୍ଚାୟତ ମହିଳା ସମ୍ପାଦିକା ମାଳତୀ କହଁର, ଫିରିଙ୍ଗିଆ ପ୍ରେସ କ୍ଳବ ସଭାପତି ଉତ୍ତମ ଖମାରି, କୋଷାଧକ୍ଷ ସୁବ୍ରତ କୁମର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ I କାର୍ଯ୍ୟକ୍ରମ କୁ ପ୍ରଦୀପ କୁମାର କହଁର ପରିଚାଳନା କରିଥିବା ବେଳେ ଫିରିଙ୍ଗିଆ ସଖିପଡ଼ା ଗାଁ ର ନାଟ୍ୟଗୁରୁ ବିଜୟ କୁମାର ସାହୁ ଓ ତାଙ୍କ ସାଥି କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସଚେତନତା ମୂଳକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ କୁଇ ଭାଷା ଉପରେ ଆଧାରିତ ପାରମ୍ପରିକ ନାଚ ପ୍ରଦର୍ଶିତ ହୋଇଥିଲା I ଏହି ଅବସରରେ

ମଞ୍ଚାସୀନ ଅତିଥି ମାନଙ୍କ ଦ୍ୱାରା ଡ଼ିମିରିଗୁଡା ପଞ୍ଚାୟତ ଅଧୀନରେ ହୋଇଥିଵା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ପ୍ରସ୍ତୁତ କରାଯାଇଥିବା ପୁସ୍ତିକା ଖ ଉନ୍ମୋଚନ କରାଯାଇଥିଲା I ଅନ୍ୟପଟେ କାର୍ଯ୍ୟକ୍ରମ ରେ ପୂର୍ବତନ ସରପଞ୍ଚ ରାମପତି କହଁର, ମାସିଆ ମଳିକ, ବାଲମିତି କହଁର, ଦ୍ରୋପଦୀ କହଁର, ପୂର୍ବତନ ସମିତି ସଭ୍ୟ ସଞ୍ଜୟ ରଣା, ଭଜମନ କହଁର, ମମତା ଚନ୍ଦନ  ରଂଜିତା ପ୍ରଧାନ ଉପସ୍ଥିତ ଥିବା ବେଳେ କାର୍ଯ୍ୟକ୍ରମ କୁ ପଞ୍ଚାୟତ ର ଜିପିଏଲଏଫ ସଭାପତି ସମ୍ପାଦକ ଙ୍କ ସହ. ସମସ୍ତ ଗାଁସାଥି, ସିଆରପି, ଏମ୍ବିକେ ଓ ପଞ୍ଚାୟତ ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I
(କନ୍ଧମାଳ ଜିଲ୍ଲାରୁ ସୁଲୋଚନା ଦିଗାଲଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like