-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପଲ୍ଲିଶ୍ରୀ କଲେଜରେ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ 

03-Feb-2024



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପଲ୍ଲିଶ୍ରୀ କଲେଜରେ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ପ୍ରମୋଦ କୁମାର ରଥ ଓ ଶିକ୍ଷା ଅଧ୍ୟାପକ ଚିନ୍ମୟ କୁମାର ଯୋଷୀ ଙ୍କ ସଂଯୋଜନା ରେ ସପ୍ତାହ ବ୍ୟାପୀ ନୂଆ ଓ ସାହିତ୍ୟ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଓଡ଼ିଆ ଭାଷା ରେ ସମସ୍ତ ପ୍ରତିଯୋଗିତା ଯଥା କବିତା ଲିଖନ, କବିତା ଆବୃତ୍ତି, ଭଜନ, ହସ୍ତାକ୍ଷର, ପ୍ରବନ୍ଧ, ବକୃତା, କ୍ବିଜ, ଲୋକନୃତ୍ୟ ଏବଂ ଏକାଙ୍କିକା ଇତ୍ୟାଦି ଅନୁଷ୍ଠିତ ହୋଇଥିଲା। ଉଦଯାପନୀ ଉତ୍ସବରେ  ମୁଖ୍ୟ ଅତିଥି ଭାବରେ  ଜଣାଶୁଣା ସାହିତ୍ୟ ଗବେଷକ ତଥା ବିଶିଷ୍ଟ

ଶିକ୍ଷାବିତ ଡ.ଦୋଳଗୋବିନ୍ଦ ବିଶି ମୁଖ୍ୟ ଅତିଥି ରୂପେ ବିଶିଷ୍ଟ ଗାଲ୍ପିକ ତଥା କବି ଡ. ସଞ୍ଜୟ ମିଶ୍ର, ସାମ୍ବାଦିକ ଅନୀଲ ତ୍ରିପାଠୀ, ଅଧ୍ୟାପିକା ସୁଚରିତା ହୋତା ଏବଂ 

ଅଧ୍ୟକ୍ଷ ଶ୍ରୀ ରଥ ଓ ନୋଡାଲ ଅଫିସର ଶ୍ରୀ ଯୋଷୀ ମଞ୍ଚାସୀନ ଥିଲାବେଳେ ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ଶ୍ରୀକାନ୍ତ ବିହାରୀ, କୈବର୍ତ୍ତ ନାଗ, ସୋଭିତ ଦାଶ, କୈଳାଶ ରଣା ଏବଂ ଶିକ୍ଷା ପ୍ରଦର୍ଶିକା ସଞ୍ଜୁକ୍ତା ବାରିକ ଉପସ୍ଥିତ ଥିଲେ। ଅଧ୍ୟାପକ ଥବିର ବିଶ୍ବାଲ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରତିଯୋଗିତା ରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ କଣ୍ଟାବାଞ୍ଜୀ ପିଜି କଲେଜ  ଓଡ଼ିଆ ବିଭାଗର ଚାରିଜଣ ଛାତ୍ରୀ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like