-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଟ୍ରକ ଧକ୍କାରେ ଗୁରୁତର ହୋଇଥିବା ନାବାଳିକାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, କ୍ଷତିପୂରଣ ଦାବିରେ ପୁଣି ରାସ୍ତାରୋକ

03-Feb-2024



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ପଞ୍ଚାୟତ ଶୁଣ୍ଢିମୁଣ୍ଡା ସ୍କୁଲ ନିକଟସ୍ଥ ରାଇପୁର - ଭବାନୀପାଟଣା ୧୬ ନଂ ରାଜ୍ୟ ରାଜ୍ୟପଥ ମୁଖ୍ୟ ରାସ୍ତା ପାର ହେଉଥିବା ବେଳେ ଗୁରୁବାର ଶୁଣ୍ଢିମୁଣ୍ଡା ଗାଁ ର ବାଳିକା ଦିପାଳୀ ଗହିର ( ୭) ମୂଖ୍ୟ ରାସ୍ତା ପାର ହେଉଥିବା ସମୟରେ ରାଇପୁର ପଟୁ ଦୃତଗତିରେ ଆସୁଥିବା ଟ୍ରକ ନମ୍ବର ସି ଜି ୦୬ ଜି ଜେଡ ୭୨୮୯ କୌଣସି କାରଣରୁ ଧକ୍କା ଦେଇ ଥିବା ବେଳେ ଦିପାଳୀ ଙ୍କ ଗୋଡ଼ ରେ ଗୁରୁତର ଆଘାତ ହୋଇଥିବା ଯୋଗୁଁ ତାଙ୍କୁ ତୁରନ୍ତ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କୁ ଚିକିତ୍ସା ପାଇଁ ଅଣା ଯାଇଥିଲା।  ଡାକ୍ତର ଗୁରୁତର ଅବସ୍ଥା ଦେଖି ଅଧିକ ଚିକିତ୍ସା ପାଇଁ ରାଇପୁର ନେବା ପାଇଁ ପରାମର୍ଶ ଦେଇଥିଲେ ।ତେବେ ଗାଁ ର ଲୋକ ମାନେ ଉତ୍ୟକ୍ତ ହୋଇ ୧୬ ନ ରାଜ୍ୟପଥ ରାଇପୁର ଭବାନୀପାଟଣା ମୁଖ୍ୟରାସ୍ତା କୁ ଅବରୋଧ କରିଥିଲେ । ଅବରୋଧ କରିବା ଫଳରେ ଶହ ଶହ ଗାଡ଼ି ମୁଖ୍ୟ ରାସ୍ତା ରେ ଛିଡା ହୋଇଥିବା ଦେଖାଯାଇଥିଲା । ଫଳରେ ଯାତାୟତ ଠପ୍ ହୋଇ ଯାଇଥିବା ବେଳେ ସିନ୍ଧେକେଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ଟ୍ରକ ରାଇପୁର ରୁ ଲୁହାପଥର ବୋଝେଇ କରି

ଲାଞ୍ଜିଗଡ଼ ଯାଉଥିବା ସ୍ଥାନୀୟ ଲୋକଙ୍କ ଠାରୁ ଜଣାପଡ଼ିଛି। ତେବେ ଗୁରୁବାର ରାଇପୁର ହସ୍ପିଟାଲକୁ ନେଇ ଅଧିକ ଚିକିତ୍ସା କରା ଯାଉଥିଲେ ହେଁ ଦିପାଳୀ ର ମୃତ୍ୟୁ ହୋଇଥିଲା। ତେବେ ନାବାଳିକା ଦିପାଳୀ ଙ୍କ ମୃତ ଶରୀର ଶୁକ୍ରବାର ସଂନ୍ଧ୍ୟାରେ ଗାଁ କୁ ପହଞ୍ଚିବା ପରେ ଉତ୍ୟକ୍ତ ଗ୍ରାମବାସୀ ଓ ବନ୍ଧୁ ପରିଜନ ପୁଣି ୧୬ ନମ୍ବର ରାଜ୍ୟ ରାଜପଥ ଅବରୋଧ କରାଯିବା ଫଳରେ ବହୁ ଗାଡ଼ି ମୋଟର ଅଟକି ରହିଥିବା ଦେଖାଯାଇଛି। ପରେ ସିନ୍ଧେକେଲା ପୋଲିସ ଓ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।ପୋଲିସ ଥାନା କେଶ ନମ୍ବର ୨୭ ରୁଜୁ କରି ଟ୍ରକ ଅଟକ ରଖିଥିବା ଆଇଆଇସି ବସନ୍ତ ଦଲାଇଙ୍କ ଠାରୁ ସୁଚନା ମିଳିଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like