-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରୁ ଗଡିଲା ଟ୍ରେନ, ପ୍ରଧାନମନ୍ତ୍ରୀ କଲେ ଶୁଭ ଉଦ୍ଘାଟନ

03-Feb-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ଆଜି ସାକାର ହୋଇଛି । ଆଜି ଠାରୁ ପାତାଳୀ ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁର ଜିଲ୍ଲା ରୁ ପୁରୀ ଶ୍ରୀ କ୍ଷେତ୍ର କୁ ଟ୍ରେନ ସେବା ର ଶୁଭ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଆଇ ଆଇ ଏମ ସମ୍ବଲପୁର ଗସ୍ତରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚି ସମ୍ବଲପୁରରୁ ଭିଡିଓ କନ୍‌ଫରେନ୍ସ  ଜରିଆ ରେ ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ସୁବର୍ଣ୍ଣପୁର ରେଳ ଷ୍ଟେସନର ଲୋକାର୍ପଣ କରିବା ସହ ଟ୍ରେନ୍ ସେବାକୁ ଶୁଭାରମ୍ଭ କରିଥିଲେ l  ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସ୍ଥାନୀୟ ଲୋକ ପ୍ରତିନିଧୀ ମାନେ ଉପସ୍ଥିତ ରହିଥିଲେ l  ଆଜି ରେଳ ଚଳାଚଳ ଶୁଭାରମ୍ଭ ହୋଇଥିବା ବେଳେ ଭୁବନେଶ୍ଵର ବଲାଙ୍ଗୀର ଇଣ୍ଟରସିଟି କୁ ସମ୍ପ୍ରସାରଣ କରି ସୁବର୍ଣ୍ଣପୁରରୁ ଭୁବନେଶ୍ବର ଓ ସୁବର୍ଣ୍ଣପୁରରୁ ସାପ୍ତାହିକ ପୁରୀ ଟ୍ରେନ ଚଳାଚଳ କରିବ ବୋଲି ପୂର୍ବତଟ ରେଳପଥ କର୍ତ୍ରୁପକ୍ଷ ଙ୍କ ଠାରୁ ସୁଚନା ଦିଆଯାଇଛି।

ଏହା ଫଳରେ ଅଞ୍ଚଳବାସୀଙ୍କ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି ଏଵଂ ଲୋକେ ପ୍ରଥମ ଥର ପାଇଁ ଟ୍ରେନ୍ ସେବା ପାଇପାରିବେ ଓ ଆଜି ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଘାଟନୀ ଅବସରରେ ଏକ ସ୍ପେଶlଲ ଟ୍ରେନ ସୋନପୁର ରୁ ପୁରୀ ଯାତ୍ରା ଆରମ୍ଭ କରିବ l ଏଥି ପାଇଁ ଆଜି ଜିଲ୍ଲାବାସୀ ଙ୍କ  ବେଶ  ଖୁସି ଓ ଉତ୍କଣ୍ଠା ଦେଖିବାକୁ ମିଳିଥିବା ବେଳେ ଏହି  ଲୋକାର୍ପଣ ଉତ୍ସବ ରେ ସୋନପୁର ରେଳ ଷ୍ଟେସନ ରେ ହଜାର ହଜାର ଲୋକ ଙ୍କ ଭିଡ ଜମିଛି l  ସୋନପୁର ଓ ବୌଦ୍ଧ ଅଞ୍ଚଳ ର ଲୋକେ ମୋଦୀଜି ଙ୍କୁ ଓ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like