-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ବିଶ୍ୱ ଭାଷା ସମ୍ମିଳନୀ

03-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ପ୍ରଥମ ବିଶ୍ୱ ଭାଷା ସମ୍ମିଳନୀ ଅବସରରେ କଣ୍ଟାମାଳ ବ୍ଲକର ବିଭିନ୍ନ ପଂଚାୟତରେ ବିବିଧ କାର୍ଯ୍ୟକ୍ରମ କୁ ନେଇ ଭାଷା ଦିବସ ଅନୁଷ୍ଠିତ ହୋଇ ଯାଇଛି  l ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ବ୍ଲକ ସହିତ ବିଭିନ୍ନ ପଂଚାୟତ, ବିଦ୍ୟାଳୟ, ମହାବିଦ୍ୟାଳୟରେ ସାମୁହିକଭାବେ ବନ୍ଦେ ଉତ୍କଳ ଜନନୀ ଗାନ କରାଯିବା ସହ ଭୁବନେଶ୍ୱରର ଲାଇଭ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା  l ବିଦ୍ୟାଳୟ ଗୁଡିକରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ମଧ୍ୟ୍ୟ ପାଳନ ହୋଇଥିଲା l ବିଦ୍ୟାଳୟ ଗୁଡିକରେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ ହୋଇଥିଲା  l ଓଡିଶା ସରକାରଙ୍କ ଏହା ଏକ ସମ୍ବେଦନଶୀଳ କାର୍ଯ୍ୟକ୍ରମ ହୋଇ ଥିଲେ ହେଁ ଖୋଦ କଣ୍ଟାମାଳରେ ଆୟୋଜିତ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ ଧର୍ମକୁ ଆଖି ଠାର ନ୍ୟାୟରେ ହୋଇ ଥିବା ଦେଖିବାକୁ ମିଳି ଥିଲା  l କାର୍ଯ୍ୟକ୍ରମରେ କୌଣସି ଅଧିକାରୀ କି ବ୍ଲକ ଅଧ୍ୟକ୍ଷl, ବିଡ଼ିଓଙ୍କ ଉପସ୍ଥାନ ନଥିବା ବେଳେ ସାମାଜିକ ସୁରକ୍ଷା ଅଧିକାରୀ  ଓ କଲ୍ୟାଣ ଅଧିକାରୀ ହାତ

ଗଣତି ୨୫/୨୦  ଜଣ ମିଶନ ଶକ୍ତି ମା ଙ୍କୁ ନେଇ  ଏହି କାର୍ଯ୍ୟକ୍ରମକୁ କାମଚଳା ଭାବେ କରି ଥିବା ଦେଖିବାକୁ ମିଳି ଥିଲା  l ରାଜ୍ୟ ସରକାର ବ୍ଲକ ପିଛା  ୫୦ହଜାର ଟଙ୍କାର ସହାୟତା ଯୋଗାଇ ଦେଇଥିଲେ ହେଁ, କାର୍ଯ୍ୟକ୍ରମ ପ୍ରତି ଆଗ୍ରହ ନଥିବା ଦେଖିବାକୁ ମିଳି ଥିଲା  lସେହି ପରି ପ୍ରତି ସରକାରୀ ପ୍ରାଥମିକ  ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ୧୦୦୦ ଓ ୩୦୦୦ ହଜାର ଟଙ୍କାର ସହାୟତା ଯୋଗାଇ ଦେଇଥିଲେ ହେଁ ବ୍ଲକର ଶତକଡା ୨୫% ଭାଗ ବିଦ୍ୟାଳୟରେ ଏହା ପାଳନ ହୋଇ ଥିବା ବେଳେ ବାକି ବିଦ୍ୟାଳୟ ଆମେ କୌଣସି  ସୂଚନା ପାଇ ନାହୁଁ ବୋଲି କହୁଥିବା ଜଣା ଯାଇଛି l ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯକାରୀ ହୋଇଥିବା ଖେଳ, କୁଦ, ଜଗନାଥ ପରିକ୍ରମା ପ୍ରକଳ୍ପ ଭଳି କାର୍ଯ୍ୟକ୍ରମ ଗୁଡିକରେ ପରିଚାଳନଗତ ତ୍ରୁଟି ଯୋଗୁଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇ ପାରି ନଥିବା ଜଣା ଯାଇଛି ଯାହାକି ସରକାରଙ୍କୁ ଫେରାଇ ଦିଆଯିବ ବୋଲି କୁହା ଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like