-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ଖୁଣ୍ଟିଗୋରା ଅଞ୍ଚଳରେ ଜାଲ ନୋଟ କାରବାର

03-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଥାନା ଅଧିନ ଖୁଣ୍ଟିଗୋରା ପଞ୍ଚାୟତ ଅଞ୍ଚଳରେ ଗତ କିଛିଦିନ ହେବ ନକଲି ନୋଟ କାରବାର ଚାଲିଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଛି l ଅଞ୍ଚଳରେ ଜାଲ ନୋଟ କାରବାର ଚାଲିଥିଲେ ହେଁ ପୋଲିସ ପାଖରେ କୌଣସି ପ୍ରକାର ଅଭିଯୋଗ ନାହିଁ କିମ୍ବା ଏନେଇ ପୋଲିସ ମଧ୍ୟ କୌଣସି ସୁରାକ ନପାଇବା ଲୋକଙ୍କୁ ବିସ୍ମିତ କରିଛି l ପୌଷ ପୂର୍ଣ୍ଣିମା ସମୟରେ ଗୋଛାଗୋରା ଯାତ୍ରା ପଡିଆରେ କେହି ଜଣେ ବ୍ୟକ୍ତି ଏକ ଚାର୍ଟ ଦୋକାନରୁ ଚାର୍ଟ ଖାଇ ୨୦୦ ଟଙ୍କିଆ ନୋଟ ଦେଇ ଚାଲି ଯାଇଥିଲା l ପରବର୍ତ୍ତୀ ସମୟରେ ତାହା ନକଲି ବୋଲି ଜଣା ପଡ଼ିଥିଲେ ହେଁ ଚାର୍ଟ ଦୋକାନୀ ଜଣକୁ କୌଣସି କାରଣରୁ ପୋଲିସକୁ ଜଣାଇ ନଥିଲା l ଗତ ଗୁରୁବାର ଖୁଣ୍ଟିଗୋରା ଛକ ସ୍ଥିତ ଏକ ଔଷଧ ଦୋକାନରୁ କେହି ଔଷଧ ନେଇ ୨୦୦ ଟଙ୍କିଆ ନୋଟ ଦେଇଥିଲା l ଦୋକାନୀ ବ୍ୟସ୍ତଥିବାରୁ ସେ

ଜାଣିପାରି ନଥିଲେ କିନ୍ତୁ କିଛିକ୍ଷଣ ପରେ ଦେଖିବାରୁ ତାହା ଜାଲ ନୋଟ ବୋଲି ଜଣା ପଡିଛି l ଦୋକାନୀ ଜଣକ ଏପର୍ଯ୍ୟନ୍ତ ପୋଲିସକୁ ଜଣାଇ ନଥିବା ଜଣାଯାଇଛି l ଗତବର୍ଷ ମଇ ମାସରେ ମସିଣାଗୋରା ଗ୍ରାମର ଲକ୍ଷ୍ମଣ କଲତା ମେଣ୍ଢା ବିକିବାକୁ ଆମ୍ବଗାଁ ବଜାର ଯାଉଥିବା ସମୟରେ ଦୁଇଜଣ ବ୍ୟକ୍ତି ଏକ ବାଇକରେ ଆସି ରାସ୍ତାରେ ମୁଲଚାଲ କରି ୧୨ହାଜର ୫ଶହ ଟଙ୍କାରେ ସ୍ଥିର କରି ୨୫ଟି ୫ଶହ ଟଙ୍କିଆ ନୋଟ ଦେଇ ମେଣ୍ଢା ନେଇ ଚାଲି ଯାଇଥିଲେ l ଘରକୁ ଆସି ଦେଖିବାରୁ ସମସ୍ତ ନୋଟ ଜାଲ ବୋଲି ଜଣା ପଡିଥିଲା l ତେବେ ବର୍ତ୍ତମାନ ବିଭିନ୍ନ ସ୍ଥାନରେ ଜାଲ ନୋଟ ଘୁରି ବୁଲୁଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଛି l ଟଙ୍କା ଦେଣନେଣ ସମୟରେ ସମସ୍ତେ ଜାଗ୍ରତ ରହିବା ଉଚିତ l ପୋଲିସ ଏଦିଗରେ ତଦନ୍ତ ପୂର୍ବକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like