-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଲୁର୍କୀରେ ବିଶ୍ୱ ଓଡ଼ିଆ ଭାଷା ସମ୍ବିଳନୀ ସୃଜନ ଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ

03-Feb-2024



ତୁଷୁରା(ପଞ୍ଚାନନ ନାଏକ ) ବଲାଙ୍ଗିର ଜିଲ୍ଲା  ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସମରା ପଞ୍ଚାୟତ ଲୁର୍କୀ ଗ୍ରାମର ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ  ବିଶ୍ୱ ଓଡିଶା ଭାଷା ସମ୍ବିଳନୀ ସୃଜନ ଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଭକ୍ତବନ୍ଧୁ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ  ବିଦ୍ୟାଳୟ ପରିଚାଳନା କମିଟି ସଭାପତି କିଶୋର ଚନ୍ଦ୍ର ଭୋଇ ମୁଖ୍ଯ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ  ଉଦଘାଟନ କରିଥିଲେ ।  ଯଦୁମଣି ପ୍ରଧାନ ମୁଖ୍ଯବକ୍ତା ଭାବେ ଯୋଗ ଦେଇ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ପ୍ରଧାନ ଶିକ୍ଷକଙ୍କୁ ଭୂୟସୀ ପ୍ରଶଂସା କରିଥିଲେ। ଭୁପାଳ ଚନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।  ଗୀତ, ନାଚ, କାହାଣୀ, ଚିତ୍ର କଳା ଆଦି ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିବା ବେଳେ କୃତ ପ୍ରତିଯୋଗିତାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷକ ଚନ୍ଦ୍ରମଣି ମେହେର ଧନ୍ୟବାଦ ଅର୍ପଣ କରିଥିବା ବେଳେ  କେଶବ ବଗର୍ତ୍ତ ମଞ୍ଚ ପରିଚାଳନା କରିଥିଲେ । ଚେଳାନନ୍ଦ ଭୋଇ , ପ୍ରବାସିନୀ ସାହୁ, ପ୍ରଦୀପ କୁମାର ପ୍ରଧାନ, ପୁଷ୍ପାଞ୍ଜଳୀ ପ୍ରଧାନ, ଟିକେବାନି ପ୍ରଧାନ, କୁମୁଦିନୀ ପ୍ରଧାନ,ରାଇବାରୀ ବଘାର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like