-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକସ୍ତରୀୟ ବିଶ୍ୱ ଭାଷା ସମ୍ମିଳନୀରେ ଅବ୍ୟବସ୍ଥା

04-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ପ୍ରଥମ ବିଶ୍ୱ ଭାଷା ସମ୍ମିଳନୀ ଅବସରରେ କଣ୍ଟାମାଳ ବ୍ଲକର ବିଭିନ୍ନ ପଂଚାୟତରେ ବିବିଧ କାର୍ଯ୍ୟକ୍ରମ କୁ ନେଇ ଭାଷା ଦିବସ ଅନୁଷ୍ଠିତ ହୋଇ ଯାଇଛି  l ପୂର୍ବାହ୍ନ 11 ଘଣ୍ଟା ସମୟରେ ବ୍ଲକ ସହିତ ବିଭିନ୍ନ ପଂଚାୟତ, ବିଦ୍ୟାଳୟ, ମହାବିଦ୍ୟାଳୟରେ ସାମୁହିକଭାବେ ବନ୍ଦେ ଉତ୍କଳ ଜନନୀ ଗାନ କରାଯିବା ସହ ଭୁବନେଶ୍ୱରର ଲାଇଭ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା  l ବିଦ୍ୟାଳୟ ଗୁଡିକରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ମଧ୍ୟ୍ୟ ପାଳନ ହୋଇଥିଲା l ବିଦ୍ୟାଳୟ ଗୁଡିକରେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ ହୋଇଥିଲା  l ଓଡିଶା ସରକାରଙ୍କ ଏହା ଏକ ସମ୍ବେଦନଶୀଳ କାର୍ଯ୍ୟକ୍ରମ ହୋଇ ଥିଲେ ହେଁ ଖୋଦ କଣ୍ଟାମାଳରେ ଆୟୋଜିତ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ ଧର୍ମକୁ ଆଖି ଠାର ନ୍ୟାୟରେ ହୋଇ ଥିବା ଦେଖିବାକୁ ମିଳି ଥିଲା  l କାର୍ଯ୍ୟକ୍ରମ ରେ କୌଣସି ଅଧିକାରୀ କି ବ୍ଲକ ଅଧ୍ୟକ୍ଷl, ବିଡ଼ିଓଙ୍କ ଉପସ୍ଥାନ ନଥିବା ବେଳେ ସାମାଜିକ ସୁରକ୍ଷା ଅଧିକାରୀ  ଓ କଲ୍ୟାଣ ଅଧିକାରୀ ହାତ ଗଣତି 15/20  ଜଣ ମିଶନ ଶକ୍ତି ମା ଙ୍କୁ ନେଇ  ଏହି କାର୍ଯ୍ୟକ୍ରମକୁ କାମଚଳା ଭାବେ କରି ଥିବା ଦେଖିବାକୁ ମିଳି ଥିଲା  l ରାଜ୍ୟ ସରକାର ବ୍ଲକ ପିଛା  50 ହଜାର ଟଙ୍କାର ସହାୟତା ଯୋଗାଇ ଦେଇଥିଲେ ହେଁ, କାର୍ଯ୍ୟକ୍ରମ ପ୍ରତି ଆଗ୍ରହ ନଥିବା ଦେଖିବାକୁ ମିଳି ଥିଲା  lସେହି ପରି ପ୍ରତି ସରକାରୀ ପ୍ରାଥମିକ  ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ 1000 ଓ 3000 ହଜାର ଟଙ୍କାର ସହାୟତା ଯୋଗାଇ ଦେଇଥିଲେ ହେଁ ବ୍ଲକର ଶତକଡା 25% ଭାଗ ବିଦ୍ୟାଳୟରେ ଏହା ପାଳନ ହୋଇ ଥିବା ବେଳେ ବାକି ବିଦ୍ୟାଳୟ ଆମେ କୌଣସି  ସୂଚନା ପାଇ ନାହୁଁ ବୋଲି କହୁଥିବା ଜଣା ଯାଇଛି l ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯକାରୀ ହୋଇଥିବା ଖେଳ, କୁଦ, ଜଗନାଥ ପରିକ୍ରମା ପ୍ରକଳ୍ପ ଭଳି କାର୍ଯ୍ୟକ୍ରମ ଗୁଡିକରେ ପରିଚାଳନଗତ ତ୍ରୁଟି ଯୋଗୁଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇ ପାରି ନଥିବା ଜଣା ଯାଇଛି ଯାହାକି ସରକାରଙ୍କୁ ଫେରାଇ ଦିଆଯିବ ବୋଲି କୁହା ଯାଇଛି  l     (କଣ୍ଟାମାଳରୁ ଜୟ କୁମାର ମହାରଣା ଙ୍କ ରିପୋର୍ଟ ପ୍ରେରଣା ନିୟୁଜ )


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like