-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଜେଏସଏମ କମର୍ସ ଏଣ୍ଡ ଆର୍ଟସ କଲେଜ୍ ର ବାର୍ଷିକ ଉତ୍ସବ ପାଳନ

04-Feb-2024



ବଲାଙ୍ଗୀର(ପ୍ରେରଣା ଖବର ): :ଆଜି ପୂର୍ବାହ୍ନ ୧୦:୩୦ ମିନିଟ ରେ ସ୍ଥାନୀୟ ଟାଉନ ଗାର୍ଲ୍ସ ହାଇସ୍କୁଲ ପରିସରରେ ଜେଏସଏମ କମର୍ସ ଏଣ୍ଡ ଆର୍ଟସ୍ କଲେଜ୍ ର ବାର୍ଷିକ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି।ସଭା ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ଗଣେଶ ଙ୍କ ପ୍ରତିମୂର୍ତ୍ତି ରେ ପ୍ରଦୀପ ପ୍ରଜ୍ବଳନ ସହ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।ସ୍ଵାଗତ ଭାଷଣ କଲେଜ୍ ର ଅଧ୍ୟକ୍ଷ ପୀତବାସ ପଣ୍ଡା ଦେଇଥଲେ।ଆଜିର ବାର୍ଷିକ ଉତ୍ସବ ରେ  ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ପୌରଧ୍ୟକ୍ଷ୍ୟ ଶ୍ରୀମତୀ ଲୀକା ସାହୁ,ମୁଖ୍ୟ

ବକ୍ତା,ବୈଦିକ ସାଇନ୍ସ କଲେଜ୍ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁକାନ୍ତ ମହାପାତ୍ର,ସମ୍ମାନିତ ଅତିଥି ଭାବରେ ମନୋରଞ୍ଜନ ସାହୁ ଏବଂ କଲେଜ୍ ର ନିର୍ଦେଶିକା ସୁମନ୍ ଶର୍ମା ଯୋଗଦାନ କରିଥିଲେ।କଲେଜ୍ ର ପ୍ରତିଷ୍ଠାତା ସିଏ ଶ୍ରୀକାନ୍ତ ଶର୍ମା ଉତ୍ସବ ପାଳନ କୁ ସଫଳ କରିବା ସହ ଉପସ୍ଥିତ ସମସ୍ତଙ୍କୁ ବୌଦ୍ଧିକ ଭାଷଣ ଦେଇ ଚକିତ କରିଥିଲେ। ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତିନି ଜଣ ମହାନୁଭବ ଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା l ଶିକ୍ଷକ ବିବେକାନନ୍ଦ ମିଶ୍ର , ଖେଳ ଶିକ୍ଷକ ସୁନୀଲ ଚନ୍ଦ୍ର ବିଶ୍ଵାଳ ଓ କାହ୍ନା ସତପଥୀ ସମ୍ବର୍ଦ୍ଧିତ ହୋଇ ଥିଲେ l କଲେଜର ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l

ପୂର୍ବତନ ଶିକ୍ଷକ  ମନୋରଞ୍ଜନ ସାହୁ ଙ୍କ ମନମୁଗ୍ଧକର ଭାଷଣରେ ସଭିଏଁ ଚକିତ ହୋଇ ଯାଇଥିଲେ l ସେ କେବଳ ଜଣେ  ଶିକ୍ଷାବିତ୍ ନୁହଁନ୍ତି ବରଂ ଜଣେ ସାମାଜ ସୁଧାରକ ଭାବେ ବେଶ୍ ପରିଚିତ l

ଏହି ବାର୍ଷିକ ଉତ୍ସବରେ ବହୁ ଛାତ୍ର ଛାତ୍ରୀ,ଅଭିଭାବକ, କଲେଜ୍ ର ପୂର୍ବତନ ଛାତ୍ର ଛାତ୍ରୀ ଓ ଶୁଭେଚ୍ଛୁ ଉପସ୍ଥିତ ରହି ବାର୍ଷିକ ଉତ୍ସବ କୁ ସଫଳ କରିବା ସହ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଆୟୋଜିତ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like