-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||     

HOME   ଜିଲ୍ଲା

ଡାବୁଗାଁ ସତସଙ୍ଗ ବିହାର ଠାରେ ଠାକୁର ଶ୍ରୀ ଅନୁକୂଳଚନ୍ଦ୍ରଙ୍କ ୧୩୬ ତମ ଜନ୍ମ ମହୋତ୍ସବ ପାଳିତ*

04-Feb-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)ଡାବୁଗାଁ ବ୍ଲକ ସ୍ଥିତ ସତସଙ୍ଗ ବିହାର ଠାରେ ଶ୍ରୀ ଶ୍ରୀ ଠାକୁର ଶ୍ରୀ ଅନୁକୂଳଚନ୍ଦ୍ରଙ୍କ ୧୩୬  ତମ ଜନ୍ମ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଜନ୍ମ ମହୋତ୍ସବ ରେ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ରଥକୁ ସଂକୀର୍ତ୍ତନ କରାଯାଇ ବନ୍ଦେ ପୁରୁସତମ ଧାନୀରେ ନଗର ପରିକ୍ରମା କରିଥିଲେ  । ଏହି ସଂକୀର୍ତ୍ତନ ରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଆସିଥିବା ଶତାଧିକ ଭକ୍ତ ଯୋଗ ଦେଇଥିଲେ । ଡାବୁଗାଁ ସତସଙ୍ଗ ବିହାର ଠାରେ ସତସଙ୍ଗ ଓ ଆନନ୍ଦ ବଜାରର ଆୟୋଜନ କରା ଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ନବରଙ୍ଗପୁର ଠାରୁ ମୁଖ୍ୟବକ୍ତା,ରିତିକ ମାନେ ଯୋଗ ଦେଇଥିଲେ ।ଅନ୍ୟମାନଙ୍କ ମଧ୍ୟରେ ରିତିକ କମଳ କାନ୍ତ ସାହୁ, ରଞ୍ଜିତ ଘଡେଇ, ପ୍ରଫୁଲ କୁମାର ପଟ୍ଟନାୟକ,ବାବି ଜେନା,ଗିରିଧାରୀ ସାହୁ, ବିବେକ ବେହେରା ହାତ ସାର ପ୍ରମ୍ମୁଖ । ଆଜିର ଏହି ଜନ୍ମ ମହୋତ୍ସବ ରେ ୧୫୦୦ ରୁ ଉର୍ଦ୍ଧ୍ବ ଭକ୍ତ ଯୋଗ ଦେଇଥିଲେ । ଏହି ୧୩୬ ତମ ଜନ୍ମ ମହୋତ୍ସବ ରେ ପ୍ରଥମେ ମାଙ୍ଗଳିକ କାର୍ଯ୍ୟ,ଉଷା କୀର୍ତ୍ତନ, ସଂଗୀତାଞ୍ଜଳି, ନଗର ପରିକ୍ରମା, ସାଧାରଣ ସଭା ,ପ୍ରସାଦ ସେବନ ଏବଂ ସନ୍ଧ୍ୟା ବିନତି କରା ଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026

You Might Also Like

   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk