-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ରେଳ ଚଳାଚଳର ଉନ୍ନତି କ୍ଷେତ୍ରରେ କେନ୍ଦ୍ର ସରକାର ଆମର ଦୀର୍ଘ ବର୍ଷର ଦାବି ପୂରଣ କରିଛନ୍ତି- ବଲାଙ୍ଗୀର ସାଂସଦ

04-Feb-2024



ବଲାଙ୍ଗୀର(ଚିତ୍ରସେନ ବେହେରା ): ଏକ ବିକଶିତ ଓଡ଼ିଶା ଗଠନ ପାଇଁ ସଂକଳ୍ପ ବଦ୍ଧ କେନ୍ଦ୍ର ନେତୃତ୍ୱଧୀନ ବିଜେପି ସରକାର ଅମଳରେ ଓଡ଼ିଶାର ବିକାଶ ପାଇଁ କୌଣସି ସୁଯୋଗକୁ ହାତଛଡା କରାଯାଇ ନାହିଁ । । ବଲାଙ୍ଗୀର ସାଂସଦୀୟ କ୍ଷେତ୍ର ସୋନପୁରରୁ ବଲାଙ୍ଗୀର ରେଳ ଚଳାଚଳକୁ ଗତକାଲି ପ୍ରଧାନମନ୍ତ୍ରୀ ଲୋକାର୍ପିତ କରିବା ସହ  ସୋନପୁରରୁ ପୁରୀ କୁ ଏକ ସାପ୍ତାହିକ ଟ୍ରେନ ଚାଲିବ ବୋଲି ଘୋଷଣ କରିଛନ୍ତି । । ଏଥିପାଇଁ ପ୍ରଧାନମମନ୍ତ୍ରୀ  ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛି । ଆଜି ସ୍ଥାନୀୟ ସାର୍କିଟ ହାଉସ୍ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ କହିଛନ୍ତି ଯେ ଆମର ବହୁଦିନର ଦାବି ପୂରଣ ହୋଇଛି । କେନ୍ଦ୍ର ରେଳ

ବିଭାଗ ପକ୍ଷରୁ କଂଟାବାଞ୍ଜିଠାରେ ରେଳ ୱାଗନ ମରାମତି କାରଖାନା ସ୍ଥାପନ ପାଇଁ ସବୁଜ ସଂକେତ ଦେଇଛନ୍ତି । ବଲାଙ୍ଗୀର ଜିଲ୍ଲା ରେଳସେବା ବିକାଶ  କ୍ଷେତ୍ର ରେ କେନ୍ଦ୍ର ସରକାରଙ୍କ ଅନେକ ଅବଦାନ ରହିଛି । ଏଥିସହ ବଲାଙ୍ଗୀରରୁ ନୂଆପଡା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଚଳାଚଳ ପାଇଁ ପ୍ରସ୍ତାବ ଦିଆଯାଇଛି । ଆବଶ୍ୟକୀୟ ଜମି ଓ ଭିତ୍ତିଭୂମି  ପ୍ରଦାନ ଦିଗରେ ରାଜ୍ୟ ସରକାର ଙ୍କ ଅବଦାନ ରହିବା ସହ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମନ୍ୱୟ ସ୍ଥାପନ ହୋଇ ପାରିଲେ  ପ୍ରକଳ୍ପ କାମ ତ୍ୱରାନ୍ୱିତ ହୋଇ ପାରିବ ବୋଲି ସାଂସଦ ଶ୍ରୀମତୀ ସିଂଦେଓ କହିଛନ୍ତି । ଅଯୋଧ୍ୟାର ରାମଲାଲାଙ୍କୁ ଦର୍ଶନ କରିବା ପାଇଁ ଚାହୁଁ ଥିବା ଭକ୍ତ ମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧ ତାରିଖରେ ବଲାଙ୍ଗୀରରୁ ଅଯୋଧ୍ୟାକୁ ଏକ ସ୍ୱତନ୍ତ୍ର ଟ୍ରେନ ଚାଲିବ ଯେଉଁଥିରେ ଭକ୍ତ ମାନେ ଟିକେଟ୍ ମୂଲ୍ୟର ୫ଠ ପ୍ରତିଶତ ରିହାତି ଦରରେ ଟ୍ରେନ୍ ଯାତ୍ରା କରିପାରିବେ ବୋଲି ଶ୍ରୀମତୀ ସିଂଦେଓ ଏହି ଅବସରରେ ସୂଚନା ଦେଇଛନ୍ତି । ଆଜିର ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ଦିନେଶ ସର୍ମା ଓ ନାରୀ ନେତ୍ରୀ ପଙ୍କଜିନୀ ପଣ୍ଡା ମଂଚାସୀନ ଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like