-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ତହଁକ ତିହାର - ୨୦୨୪, କୋସଲୀ ଭାଷା ଆନ୍ଦୋଳନ ପାଇଁ ସଜବାଜ

04-Feb-2024



ବଲାଙ୍ଗୀର, ସ୍ଥାନୀୟ ପି.ପି. ଏକାଡେମୀ ଠାରେ ତହଁକ ସାହିତ୍ୟ କୁଟୁମ, ବଲାଙ୍ଗିର ଦଶମତମ ବାର୍ଷିକ ଉତ୍ସବ ତହଁକ ତିହାର -୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏଇ ଏତ୍ସବର ପ୍ରଥମ ଅଧିବେଶନରେ ଶିଶୁ ସାହିତ୍ୟିକ ଗୋପୀନାଥ ଦଣ୍ଡସେନା ଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଡା. ବେଣୁଧର ପାଣ୍ଡେ, ସମ୍ମାନୀତ ଅତିଥି ଭାବରେ ସମାଜସେବୀ ଦିଗାମ୍ବର ନାଏକ, କବି ନିରଞ୍ଜନ ପଣ୍ଡା, କବି ଗୋପାଳ ଚନ୍ଦ୍ର ମେହେର, ଗୋଷ୍ଠି କୃଷି ଅଧିକାରୀ ଜଗବନ୍ଧୁ ପଟେଲେ, ମୁଖ୍ୟବକ୍ତା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଯୋଗ ଦେଇଥିଲେ । ସଂପାଦକ ରାଜେଶ ଦଣ୍ଡସେନା ବାର୍ଷିକ ବିବରଣୀ ପାଠ କରିଥିଲେ ।

କବି ଅର୍ଜୁନ କୁମାର ସାହୁ ମଂଚ ପରିଚାଳନା କରିଥିଲେ । ସ୍ୱାଗତ ଭାଷଣ ଦେଇଥିଲେ ଉମେଶ ବିଶ୍ୱାଲ ଓ କବିୟତ୍ରୀ କବିତା ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ସଭା ଆରମ୍ଭରେ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଅଭିନେତା ସାଧୁ ମେହେରଙ୍କ ସ୍ମୁତିରେ ୧ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ସମସ୍ତ ଅତିଥିମମାନେ ନିଜ ବକ୍ତବ୍ୟରେ କହିଥିଲେ ଯେ ପ୍ରାଥମିକ ବିଦ୍ୟାଳୟରୁ ଉଚ୍ଚ ବିଦ୍ୟାଳୟ ଯାଏଁ ମାତୃଭାଷା କୋଶଳୀରେ ପ୍ରଚଳନ କରାଯାଉ । ଶେଷରେ ଧନ୍ୟବାଦ ଦେଇଥିଲେ ଶ୍ରୀୟାକାନ୍ତ ଦାଶ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ପ୍ରତିଭାମାନେ ହେଲେ ତହଁକ ସମ୍ମାନ ଦିଲିପ କୁମାର ମହାନ୍ତି, ତହଁକ ନାରୀ ପ୍ରତିଭା ବସନ୍ତ ମଞ୍ଜରୀ ହନୁମାନ, ତହଁକ କଥାନି ସମ୍ମାନ ଧର୍ମେନ୍ଦ୍ର ପ୍ରଧାନ, ତହଁକ ଯୁବ ଗବେଷକ ସମ୍ମାନ ଉମାକାନ୍ତ ଭୋଇ, ତହଁକ ସଂଗୀତକାର ସମ୍ମାନ ଦୟାମୟ ଭୁକ୍ତା, ତହଁକ କୁଇଲି ସମ୍ମାନ ସୃଷ୍ଟିକା ବାରିକ, ତହଁକ ସେବା ସମ୍ମାନ କର୍ତକ୍ୟ ପାଉଣ୍ଡେସନ, ତହଁକ ଅନୁଷ୍ଠାନ

ସମ୍ମାନ କୋଶଲି କିତା କଲାପଟା, ଫଲସାଫୁଲ । 
    ଦ୍ୱିତୀୟ ଅଧିବେଶନରେ କୋଶଳୀ କବିତା ପାଠ ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିଥି ଭାବରେ ଯୋଗଦାନ କରିଥିଲେ ନାରାୟଣ ଦଣ୍ଡସେନା, ରାଜିବ ପ୍ରସାଦ ଭୋଇ, ସୁଶାନ୍ତ ବାଗ, ବଂଶୀଧର ନାଏକ, ହିମାଂଚଳ ମେହେର ଓ ଦେବେନ୍ଦ୍ର ନାଏକ । ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଦିିଲିପ କୁମାର ମିଶ୍ର, ସୁଜାତା ନାଏକ, ପ୍ରଭାସିନୀ ଭୋଇ, ସବିତା ମହରା, ପୁଷ୍ପାଞ୍ଜଳୀ ମେହେର, ଜ୍ୟୋତିର୍ମୟୀ ତ୍ରିପାଠୀ, ସୁଦେଷ୍ଣା ମିଶ୍ର, ସାଳିନୀ ସା, ନିକିତା ସା, ଆଶୁତୋଷ ଠାକୁର, ରବିନ୍ଦ୍ର ସାହୁ, ଶକର୍ଷଣ ସାହୁ, ଭରତ ମେହେର, ଜ୍ୟୋତିରାନୀ ମିଶ୍ର, ଧରିତ୍ରି ସାହୁ ଓ ନିବେଦିତା ହୋତା 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like